ରତର ବିବରଣ 2:2 - ପବିତ୍ର ବାଇବଲ2 ଦିନେ ଋତ (ମୋୟାବ ଦେଶୀୟ) ନୟମୀକୁ କହିଲେ, “ମୁଁ କ୍ଷେତକୁ ଯିବା ପାଇଁ ଗ୍ଭହେଁ। କେହି ମୋତେ ଅନୁଗ୍ରହ ଦେଖାଇ ପାରନ୍ତି। ଯଦି ଯେକେହି ତା’ ପଛରେ କିଛି ଶସ୍ୟ ଛାଡ଼ି ଯାଏ ମୁଁ ତାକୁ ସାଉଁଟି ଆଣିବି।” ନୟମୀ କହିଲେ, “ଯାଅ ମୋର କନ୍ୟା।” Viz kapitolaପବିତ୍ର ବାଇବଲ (Re-edited) - (BSI)2 ତହୁଁ ମୋୟାବ ଦେଶୀୟା ରୂତ ନୟମୀକି କହିଲା, ମୋତେ କ୍ଷେତ୍ରକୁ ଯିବାକୁ ଦିଅ, ମୁଁ ଯାହାର ଦୃଷ୍ଟିରେ ଅନୁଗ୍ରହ ପାଇବି, ତାହାର ପଶ୍ଚାତ୍ ପଶ୍ଚାତ୍ ଶସ୍ୟଶିଷା ସାଉଣ୍ଟିବି; ତହିଁରେ ସେ ତାହାକୁ କହିଲା, ଆଗୋ ଆମ୍ଭର କନ୍ୟେ, ଯାଅ। Viz kapitolaଓଡିଆ ବାଇବେଲ2 ତହୁଁ ମୋୟାବ ଦେଶୀୟା ରୂତ ନୟମୀକି କହିଲା, “ମୋତେ କ୍ଷେତ୍ରକୁ ଯିବାକୁ ଦିଅ, ମୁଁ ଯାହାର ଦୃଷ୍ଟିରେ ଅନୁଗ୍ରହ ପାଇବି, ତାହାର ପଛେ ପଛେ ବଳକା ଶସ୍ୟଗୁଡିକ ସାଉଣ୍ଟିବି,” ତହିଁରେ ସେ ତାହାକୁ କହିଲା, “ଆହେ ଆମ୍ଭର କନ୍ୟା, ଯାଅ।” Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT2 ତହୁଁ ମୋୟାବ ଦେଶୀୟା ରୂତ ନୟମୀକି କହିଲା, “ମୋତେ କ୍ଷେତ୍ରକୁ ଯିବାକୁ ଦିଅ, ମୁଁ ଯାହାର ଦୃଷ୍ଟିରେ ଅନୁଗ୍ରହ ପାଇବି, ତାହାର ପଛେ ପଛେ ବଳକା ଶସ୍ୟଗୁଡ଼ିକ ସାଉଣ୍ଟିବି,” ତହିଁରେ ସେ ତାହାକୁ କହିଲା, “ଆହେ ଆମ୍ଭର କନ୍ୟା, ଯାଅ।” Viz kapitola |