ରତର ବିବରଣ 2:22 - ପବିତ୍ର ବାଇବଲ22 ଏହା ପରେ ନୟମୀ ତା'ର ପୁତ୍ରବଧୂ ଋତକୁ କହିଲେ, “ଏହା ତୁମ୍ଭ ପାଇଁ ଅତି ଉତ୍ତମ ଯେ ତୁମ୍ଭେ ସେହି ସ୍ତ୍ରୀଲୋକମାନଙ୍କ ସଙ୍ଗେ କାର୍ଯ୍ୟ କରିବ। ଯଦି ତୁମ୍ଭେ ଅନ୍ୟର କ୍ଷେତରେ କାର୍ଯ୍ୟ କର ତେବେ କେତେକ ଲୋକ ତୁମ୍ଭର ଅସୁବିଧା କରି ପାରନ୍ତି।” Viz kapitolaପବିତ୍ର ବାଇବଲ (Re-edited) - (BSI)22 ତହିଁରେ ନୟମୀ ଆପଣା ପୁତ୍ରବଧୂ ରୂତକୁ କହିଲା, ଆଗୋ ମୋହର କନ୍ୟେ, ତୁମ୍ଭେ ତାହାର ଦାସୀଗଣ ସଙ୍ଗରେ ଗଲେ ଭଲ; ତାହାହେଲେ, ଅନ୍ୟ କୌଣସି କ୍ଷେତ୍ରରେ କେହି ତୁମ୍ଭର ଅପମାନ କରିବ ନାହିଁ। Viz kapitolaଓଡିଆ ବାଇବେଲ22 ତହିଁରେ ନୟମୀ ନିଜ ପୁତ୍ରବଧୂ ରୂତକୁ କହିଲା, “ଆହେ ମୋହର କନ୍ୟା, ତୁମ୍ଭେ ତାହାର ଦାସୀଗଣ ସଙ୍ଗରେ ଗଲେ ଭଲ; ତାହାହେଲେ, ଅନ୍ୟ କୌଣସି କ୍ଷେତ୍ରରେ କେହି ତୁମ୍ଭର ଅପମାନ କରିବ ନାହିଁ।” Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT22 ତହିଁରେ ନୟମୀ ନିଜ ପୁତ୍ରବଧୂ ରୂତକୁ କହିଲା, “ଆହେ ମୋହର କନ୍ୟା, ତୁମ୍ଭେ ତାହାର ଦାସୀଗଣ ସଙ୍ଗରେ ଗଲେ ଭଲ; ତାହାହେଲେ, ଅନ୍ୟ କୌଣସି କ୍ଷେତ୍ରରେ କେହି ତୁମ୍ଭର ଅପମାନ କରିବ ନାହିଁ।” Viz kapitola |