ରତର ବିବରଣ 2:23 - ପବିତ୍ର ବାଇବଲ23 ତେଣୁ ଋତ ବୋୟାଜଙ୍କର ସେହି ମହିଳା ଶ୍ରମିକମାନଙ୍କ ସହିତ ଘନିଷ୍ଟ ଭାବରେ କାର୍ଯ୍ୟ କରିବାକୁ ଲାଗିଲେ। ବାର୍ଲି ଅମଳ ସରିବା ପର୍ଯ୍ୟନ୍ତ ସଂଗ୍ରହ କରି ଗ୍ଭଲିଲେ। ତା'ପରେ ସେ ଗହମ ଅମଳ ଶେଷ ପର୍ଯ୍ୟନ୍ତ ସେଠାରେ କାର୍ଯ୍ୟ କଲେ, ଏବଂ ତାଙ୍କର ଶାଶୁଙ୍କ ସହିତ ରହିବାକୁ ଲାଗିଲା। Viz kapitolaପବିତ୍ର ବାଇବଲ (Re-edited) - (BSI)23 ଏଣୁ ଯବ ଓ ଗହମ ଶସ୍ୟଚ୍ଛେଦନ ସମାପ୍ତି ପର୍ଯ୍ୟନ୍ତ ସେ ରାଁ କରିବା ପାଇଁ ବୋୟଜର ଦାସୀଗଣ ସଙ୍ଗରେ ରହିଲା, ପୁଣି ଆପଣା ଶାଶୁ ସହିତ ବାସ କଲା। Viz kapitolaଓଡିଆ ବାଇବେଲ23 ଏଣୁ ଯବ ଓ ଗହମ ଶସ୍ୟକାଟିବା ସମାପ୍ତି ପର୍ଯ୍ୟନ୍ତ ସେ ବଳକା ଶସ୍ୟ ସଂଗ୍ରହ କରିବା ପାଇଁ ବୋୟଜର ଦାସୀଗଣ ସଙ୍ଗରେ ରହିଲା, ପୁଣି ନିଜ ଶାଶୁ ସହିତ ବାସ କଲା। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT23 ଏଣୁ ଯବ ଓ ଗହମ ଶସ୍ୟ କାଟିବା ସମାପ୍ତି ପର୍ଯ୍ୟନ୍ତ ସେ ବଳକା ଶସ୍ୟ ସଂଗ୍ରହ କରିବା ପାଇଁ ବୋୟଜର ଦାସୀଗଣ ସଙ୍ଗରେ ରହିଲା, ପୁଣି ନିଜ ଶାଶୁ ସହିତ ବାସ କଲା। Viz kapitola |