ରତର ବିବରଣ 3:12 - ପବିତ୍ର ବାଇବଲ12 ଏହା ସତ୍ୟ ଯେ, ମୁଁ ତୁମ୍ଭର ନିକଟ ସମ୍ପର୍କୀୟ। କିନ୍ତୁ ଏହିପରି ଆଉ ଜଣେ ଲୋକ ଅଛନ୍ତି ଯିଏ କି ମୋ'ଠାରୁ ତୁମ୍ଭର ଆହୁରି ନିକଟତମ ସମ୍ପର୍କୀୟ। Viz kapitolaପବିତ୍ର ବାଇବଲ (Re-edited) - (BSI)12 ଯେହେତୁ ତୁମ୍ଭେ ଯେ ସାଧ୍ଵୀ, ଏହା ମୋହର ନଗରସ୍ଥ ସମସ୍ତ ଲୋକ ଜାଣନ୍ତି। ମୁଁ ମୁକ୍ତିକର୍ତ୍ତା ଜ୍ଞାତି ଅଟେ, ଏହା ସତ୍ୟ, ମାତ୍ର ମୋʼଠାରୁ ନିକଟସମ୍ପର୍କୀୟ ଆଉ ଜଣେ ମୁକ୍ତିକର୍ତ୍ତା ଜ୍ଞାତି ଅର୍ଛି । Viz kapitolaଓଡିଆ ବାଇବେଲ12 ଯେହେତୁ ତୁମ୍ଭେ ଯେ ସମ୍ମାନୀୟ ସ୍ତ୍ରୀ, ଏହା ମୋହର ନଗରସ୍ଥ ସମସ୍ତ ଲୋକ ଜାଣନ୍ତି। ମୁଁ ମୁକ୍ତିକର୍ତ୍ତା ଜ୍ଞାତି ଅଟେ, ଏହା ସତ୍ୟ, ମାତ୍ର ମୋ’ଠାରୁ ନିକଟ ସମ୍ପର୍କୀୟ ଆଉ ଜଣେ ମୁକ୍ତିକର୍ତ୍ତା ଜ୍ଞାତି ଅଛି। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT12 ଯେହେତୁ ତୁମ୍ଭେ ଯେ ସମ୍ମାନୀୟ ସ୍ତ୍ରୀ, ଏହା ମୋହର ନଗରସ୍ଥ ସମସ୍ତ ଲୋକ ଜାଣନ୍ତି। ମୁଁ ମୁକ୍ତିକର୍ତ୍ତା ଜ୍ଞାତି ଅଟେ, ଏହା ସତ୍ୟ, ମାତ୍ର ମୋʼ ଠାରୁ ନିକଟ ସମ୍ପର୍କୀୟ ଆଉ ଜଣେ ମୁକ୍ତିକର୍ତ୍ତା ଜ୍ଞାତି ଅଛି। Viz kapitola |