ରତର ବିବରଣ 3:16 - ପବିତ୍ର ବାଇବଲ16 ଯେତେବେଳେ ଋତ ଘରକୁ ଆସିଲା, ତା'ର ଶାଶୁ ତାକୁ ପଗ୍ଭରିଲେ, “ହେ ମୋର କନ୍ୟା ସବୁକିଛି କେମିତି ହେଲା?” ତା'ପରେ ଋତ ଲୋକଟି କରିଥିବା ସବୁକିଛି ବର୍ଣ୍ଣନା କଲା। Viz kapitolaପବିତ୍ର ବାଇବଲ (Re-edited) - (BSI)16 ତହୁଁ ରୂତ ଆପଣା ଶାଶୁ ନିକଟକୁ ଆସନ୍ତେ, ସେ କହିଲା, ଆଗୋ ଆମ୍ଭର କନ୍ୟେ, କଅଣ ହେଲା? ତହିଁରେ ସେ ଆପଣା ପ୍ରତି ସେହି ପୁରୁଷର କୃତ ସମସ୍ତ କର୍ମ ତାହାକୁ ଜ୍ଞାତ କରାଇଲା। Viz kapitolaଓଡିଆ ବାଇବେଲ16 ତହୁଁ ରୂତ ନିଜ ଶାଶୁ ନିକଟକୁ ଆସନ୍ତେ, ସେ କହିଲା, “ଆହେ ଆମ୍ଭର କନ୍ୟା, କଅଣ ହେଲା ?” ତହିଁରେ ସେ ନିଜ ପ୍ରତି ସେହି ପୁରୁଷର କୃତ ସମସ୍ତ କର୍ମ ତାହାକୁ ଜଣାଇଲା। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT16 ତହୁଁ ରୂତ ନିଜ ଶାଶୁ ନିକଟକୁ ଆସନ୍ତେ, ସେ କହିଲା, “ଆହେ ଆମ୍ଭର କନ୍ୟା, କଅଣ ହେଲା?” ତହିଁରେ ସେ ନିଜ ପ୍ରତି ସେହି ପୁରୁଷର କୃତ ସମସ୍ତ କର୍ମ ତାହାକୁ ଜଣାଇଲା। Viz kapitola |