ରତର ବିବରଣ 3:18 - ପବିତ୍ର ବାଇବଲ18 ନୟମୀ କହିଲା, “ହେ କନ୍ୟା, ଏହି ବିଷୟ କ’ଣ ହେବ, ଏହା ତୁମ୍ଭେ ଜାଣିବା ପର୍ଯ୍ୟନ୍ତ, ଧୈର୍ଯ୍ୟ ଧର, କାରଣ ସେହି ମନୁଷ୍ୟ କାର୍ଯ୍ୟ ଶେଷ ନକଲା ପର୍ଯ୍ୟନ୍ତ ବସିପାରିବ ନାହିଁ। ଆମ୍ଭେମାନେ ଜାଣୁ ଯେ ଦିନ ସରିବା ପୂର୍ବରୁ କ’ଣ ହେବ।” Viz kapitolaପବିତ୍ର ବାଇବଲ (Re-edited) - (BSI)18 ତହୁଁ ତାହାର ଶାଶୁ ତାହାକୁ କହିଲା, ଆଗୋ ଆମ୍ଭର କନ୍ୟେ, ଏ ବିଷୟ କʼଣ ହେବ, ଏହା ତୁମ୍ଭକୁ ଜଣା ହେବା ପର୍ଯ୍ୟନ୍ତ ବସିଥାଅ; କାରଣ ସେ ମନୁଷ୍ୟ ଆଜି ଏ କର୍ମ ସାଙ୍ଗ ନ କରି ବିଶ୍ରାମ କରିବ ନାହିଁ। Viz kapitolaଓଡିଆ ବାଇବେଲ18 ତହୁଁ ତାହାର ଶାଶୁ ତାହାକୁ କହିଲା, “ଆହେ ଆମ୍ଭର କନ୍ୟା,” ଏ ବିଷୟ କ’ଣ ହେବ, ଏହା ତୁମ୍ଭକୁ ଜଣା ହେବା ପର୍ଯ୍ୟନ୍ତ ବସିଥାଅ; କାରଣ ସେ ମନୁଷ୍ୟ ଆଜି ଏ କର୍ମ ସମାପ୍ତ ନ କରି ବିଶ୍ରାମ କରିବ ନାହିଁ।” Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT18 ତହୁଁ ତାହାର ଶାଶୁ ତାହାକୁ କହିଲା, “ଆହେ ଆମ୍ଭର କନ୍ୟା, ଏ ବିଷୟ କʼଣ ହେବ, ଏହା ତୁମ୍ଭକୁ ଜଣା ହେବା ପର୍ଯ୍ୟନ୍ତ ବସିଥାଅ; କାରଣ ସେ ମନୁଷ୍ୟ ଆଜି ଏ କର୍ମ ସମାପ୍ତ ନ କରି ବିଶ୍ରାମ କରିବ ନାହିଁ।” Viz kapitola |