ରତର ବିବରଣ 3:9 - ପବିତ୍ର ବାଇବଲ9 ବୋୟାଜ ପଗ୍ଭରିଲା, “ତୁମ୍ଭେ କିଏ?” ସେ କହିଲା, “ମୁଁ ହେଉଛି ଋତ, ତୁମ୍ଭର ଦାସୀ। ଏଣୁ ଆପଣାପକ୍ଷ ଆପଣଙ୍କ ଦାସୀ ଉପରେ ବିସ୍ତାର କରନ୍ତୁ। କାରଣ ଆପଣ ମୁକ୍ତିକର୍ତ୍ତା ଜ୍ଞାତି ଅଟନ୍ତି। Viz kapitolaପବିତ୍ର ବାଇବଲ (Re-edited) - (BSI)9 ସେ ଉତ୍ତର କଲା, ମୁଁ ଆପଣଙ୍କର ଦାସୀ ରୂତ; ଏଣୁ ଆପଣା ପକ୍ଷ ଆପଣଙ୍କ ଦାସୀ ଉପରେ ବିସ୍ତାର କରନ୍ତୁ, କାରଣ ଆପଣ ମୁକ୍ତିକର୍ତ୍ତା ଜ୍ଞାତି ଅଟନ୍ତି। Viz kapitolaଓଡିଆ ବାଇବେଲ9 ସେ ଉତ୍ତର କଲା, “ମୁଁ ଆପଣଙ୍କର ଦାସୀ ରୂତ; ଏଣୁ ନିଜ ଚାଦର ଆପଣଙ୍କ ଦାସୀ ଉପରେ ବିସ୍ତାର କରନ୍ତୁ, କାରଣ ଆପଣ ମୁକ୍ତିକର୍ତ୍ତା ଜ୍ଞାତି ଅଟନ୍ତି।” Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT9 ସେ ଉତ୍ତର କଲା, “ମୁଁ ଆପଣଙ୍କର ଦାସୀ ରୂତ; ଏଣୁ ନିଜ ଚାଦର ଆପଣଙ୍କ ଦାସୀ ଉପରେ ବିସ୍ତାର କରନ୍ତୁ, କାରଣ ଆପଣ ମୁକ୍ତିକର୍ତ୍ତା ଜ୍ଞାତି ଅଟନ୍ତି।” Viz kapitola |