ରତର ବିବରଣ 4:2 - ପବିତ୍ର ବାଇବଲ2 ଏହା ପରେ ବୋୟାଜ କେତେକ ସାକ୍ଷୀ ଠୂଳ କଲେ। ସେମାନେ ନଗରର ଦଶ ଜଣ ବୟୋଜ୍ୟେଷ୍ଠ ଥିଲେ। ସେ ସେମାନଙ୍କୁ କହିଲେ, “ଏହିଠାରେ ବସ, ତେଣୁ ସେମାନେ ସେଠାରେ ବସିଲେ।” Viz kapitolaପବିତ୍ର ବାଇବଲ (Re-edited) - (BSI)2 ତହୁଁ ସେ ନଗରସ୍ଥ ଦଶ ଜଣ ପ୍ରାଚୀନଙ୍କୁ ନେଇ କହିଲା, ତୁମ୍ଭେମାନେ ଏଠାରେ ବସ, ତେଣୁ ସେମାନେ ବସିଲେ। Viz kapitolaଓଡିଆ ବାଇବେଲ2 ତହୁଁ ସେ ନଗରସ୍ଥ ଦଶ ଜଣ ପ୍ରାଚୀନଙ୍କୁ ନେଇ କହିଲା, “ତୁମ୍ଭେମାନେ ଏଠାରେ ବସ,” ତେଣୁ ସେମାନେ ବସିଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT2 ତହୁଁ ସେ ନଗରସ୍ଥ ଦଶ ଜଣ ପ୍ରାଚୀନଙ୍କୁ ନେଇ କହିଲା, “ତୁମ୍ଭେମାନେ ଏଠାରେ ବସ,” ତେଣୁ ସେମାନେ ବସିଲେ। Viz kapitola |