ରତର ବିବରଣ 4:3 - ପବିତ୍ର ବାଇବଲ3 ବୋୟାଜ ସେମାନଙ୍କର ରକ୍ଷାକର୍ତ୍ତାକୁ କହିଲା, “ନୟମୀ ପର୍ବତମୟ ଦେଶ ମୋୟାବରୁ ଫେରିଅଛି। ଏବଂ ସେ ତା'ର ଭୂମିକୁ ବିକ୍ରି କରିବାର ଥିଲା, ଯାହାକି ଏଲିମେଲକର ଥିଲା। Viz kapitolaପବିତ୍ର ବାଇବଲ (Re-edited) - (BSI)3 ଏଥିରେ ବୋୟଜ ସେହି ମୁକ୍ତିକର୍ତ୍ତା ଜ୍ଞାତିକି କହିଲା, ଆମ୍ଭମାନଙ୍କ ଭ୍ରାତା ଏଲିମେଲକର ଯେଉଁ ଭୂମିଖଣ୍ତ ଥିଲା, ତାହା ମୋୟାବ ଦେଶରୁ ବାହୁଡ଼ି ଆସିଥିବା ନୟମୀ ବିକ୍ରୟ କରୁଅଛି। Viz kapitolaଓଡିଆ ବାଇବେଲ3 ଏଥିରେ ବୋୟଜ ସେହି ମୁକ୍ତିକର୍ତ୍ତା ଜ୍ଞାତିକି କହିଲା, “ଆମ୍ଭମାନଙ୍କ ଭ୍ରାତା ଏଲିମେଲକର ଯେଉଁ ଭୂମିଖଣ୍ଡ ଥିଲା, ତାହା ମୋୟାବ ଦେଶରୁ ଫେରି ଆସିଥିବା ନୟମୀ ବିକ୍ରୟ କରୁଅଛି। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT3 ଏଥିରେ ବୋୟଜ ସେହି ମୁକ୍ତିକର୍ତ୍ତା ଜ୍ଞାତିକୁ କହିଲା, “ଆମ୍ଭମାନଙ୍କ ଭ୍ରାତା ଏଲିମେଲକର ଯେଉଁ ଭୂମିଖଣ୍ଡ ଥିଲା, ତାହା ମୋୟାବ ଦେଶରୁ ଫେରି ଆସିଥିବା ନୟମୀ ବିକ୍ରୟ କରୁଅଛି। Viz kapitola |