ରତର ବିବରଣ 4:6 - ପବିତ୍ର ବାଇବଲ6 ରକ୍ଷାକର୍ତ୍ତା କହିଲା, “ମୁଁ ଏହାକୁ କ୍ରୟ କରି ପାରିବି ନାହିଁ। ଯଦିଓ ଏହା ମୋର ଅଧିକାର ଅଟେ, ମୁଁ ଏହାକୁ ପାରିବି ନାହିଁ। ଯଦି ମୁଁ ଏହା କରେ, ମୁଁ ମୋର ଜମି ହୁଏତ ହରାଇପାରେ। ସେଥିପାଇଁ ତୁମ୍ଭେ ତାହା କିଣିପାର।” Viz kapitolaପବିତ୍ର ବାଇବଲ (Re-edited) - (BSI)6 ଏଥିରେ ସେହି ମୁକ୍ତିକର୍ତ୍ତା ଜ୍ଞାତି କହିଲା, ମୁଁ ଆପଣା ନିମନ୍ତେ ତାହା ମୁକ୍ତ କରି ନ ପାରେ, ତାହା କଲେ, ମୋହର ନିଜ ଅଧିକାରର କ୍ଷତି ହେବ; ତୁମ୍ଭେ ମୋହର ମୁକ୍ତି କରିବା କ୍ଷମତା ନିଅ, କାରଣ ମୁଁ ମୁକ୍ତ କରି ନ ପାରେ। Viz kapitolaଓଡିଆ ବାଇବେଲ6 ଏଥିରେ ସେହି ମୁକ୍ତିକର୍ତ୍ତା ଜ୍ଞାତି କହିଲା, “ମୁଁ ନିଜ ନିମନ୍ତେ ତାହା ମୁକ୍ତ କରି ନ ପାରେ, ତାହା କଲେ, ମୋହର ନିଜ ଅଧିକାରର କ୍ଷତି ହେବ; ତୁମ୍ଭେ ମୋହର ମୁକ୍ତି କରିବା କ୍ଷମତା ନିଅ, କାରଣ ମୁଁ ମୁକ୍ତ କରି ନ ପାରେ।” Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT6 ଏଥିରେ ସେହି ମୁକ୍ତିକର୍ତ୍ତା ଜ୍ଞାତି କହିଲା, “ମୁଁ ନିଜ ନିମନ୍ତେ ତାହା ମୁକ୍ତ କରି ନ ପାରେ, ତାହା କଲେ, ମୋହର ନିଜ ଅଧିକାରର କ୍ଷତି ହେବ; ତୁମ୍ଭେ ମୋହର ମୁକ୍ତି କରିବା କ୍ଷମତା ନିଅ, କାରଣ ମୁଁ ମୁକ୍ତ କରି ନ ପାରେ।” Viz kapitola |