ରତର ବିବରଣ 4:8 - ପବିତ୍ର ବାଇବଲ8 ମୁକ୍ତିକର୍ତ୍ତା ଜ୍ଞାତି ଯେତେବେଳେ ବୋୟାଜକୁ “ସେହି ଭୂମି କିଣିବାକୁ” କହିଲା। ସେ ତା'ର ପାଦୁକା କାଢ଼ି ତାଙ୍କୁ ଦେଲା। Viz kapitolaପବିତ୍ର ବାଇବଲ (Re-edited) - (BSI)8 ଏଣୁ ସେ ମୁକ୍ତିକର୍ତ୍ତା ଜ୍ଞାତି ଯେତେବେଳେ ବୋୟଜକୁ କହିଲା, ତୁମ୍ଭେ ଆପେ ତାହା କିଣ, ସେତେବେଳେ ସେ ଆପଣା ପାଦୁକା କାଢ଼ି ଦେଲା। Viz kapitolaଓଡିଆ ବାଇବେଲ8 ଏଣୁ ସେ ମୁକ୍ତିକର୍ତ୍ତା ଜ୍ଞାତି ଯେତେବେଳେ ବୋୟଜକୁ କହିଲା, “ତୁମ୍ଭେ ଆପେ ତାହା କିଣ,” ସେତେବେଳେ ସେ ନିଜ ପାଦୁକା କାଢ଼ି ଦେଲା। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT8 ଏଣୁ ସେ ମୁକ୍ତିକର୍ତ୍ତା ଜ୍ଞାତି ଯେତେବେଳେ ବୋୟଜକୁ କହିଲା, “ତୁମ୍ଭେ ଆପେ ତାହା କିଣ,” ସେତେବେଳେ ସେ ନିଜ ପାଦୁକା କାଢ଼ି ଦେଲା। Viz kapitola |