ପରମ ଗୀତ 2:13 - ପବିତ୍ର ବାଇବଲ13 ପାଚିଲା ଡିମ୍ବିରି ଫଳସବୁ ଡିମ୍ବିରି ବୃକ୍ଷରେ ଅଙ୍କୁରିତ ହେଉଛି। ଦ୍ରାକ୍ଷାଲତା ପୁଷ୍ପିତ ହୋଇ ଏହାର ସୁବାସ ବିଚ୍ଛୁରିତ ହୋଇଯାଉଛି। ହେ ମୋର ପ୍ରିୟେ, ମୋର ସୁନ୍ଦରୀ, ଉଠ ଏବଂ ବାହାରକୁ ଆସ।” Viz kapitolaପବିତ୍ର ବାଇବଲ (Re-edited) - (BSI)13 ଡିମିରି ବୃକ୍ଷ ସ୍ଵ ଅପକ୍ଵ ଫଳମାନ ପକ୍ଵ କରୁଅଛି ଓ ଦ୍ରାକ୍ଷାଲତା ପୁଷ୍ପିତ ହୋଇ ସୁବାସ ଦେଉଅଛି। ହେ ମୋହର ପ୍ରିୟେ, ମୋହର ସୁନ୍ଦରୀ, ଉଠ, ବାହାରି ଆସ। Viz kapitolaଓଡିଆ ବାଇବେଲ13 ଡିମ୍ବିରି ବୃକ୍ଷ ସ୍ୱ ଅପକ୍ୱ ଫଳମାନ ପକ୍ୱ କରୁଅଛି ଓ ଦ୍ରାକ୍ଷାଲତା ପୁଷ୍ପିତ ହୋଇ ସୁବାସ ଦେଉଅଛି। ହେ ମୋହର ପ୍ରିୟେ, ମୋହର ସୁନ୍ଦରୀ, ଉଠ, ବାହାରି ଆସ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT13 ଡିମ୍ବିରିବୃକ୍ଷ ସ୍ୱ ଅପକ୍ୱ ଫଳମାନ ପକ୍ୱ କରୁଅଛି ଓ ଦ୍ରାକ୍ଷାଲତା ପୁଷ୍ପିତ ହୋଇ ସୁବାସ ଦେଉଅଛି। ହେ ମୋହର ପ୍ରିୟେ, ମୋହର ସୁନ୍ଦରୀ, ଉଠ, ବାହାରି ଆସ। Viz kapitola |