ପରମ ଗୀତ 3:11 - ପବିତ୍ର ବାଇବଲ11 ଆଗୋ ସିୟୋନର କନ୍ୟାଗଣ, ତୁମ୍ଭେମାନେ ବାହାରେ ଯାଇ ମୁକୁଟ ଭୂଷିତ ଶଲୋମନ ରାଜାଙ୍କୁ ଦେଖ। ତାହାଙ୍କ ବିବାହ ଦିନରେ ଓ ତାହାଙ୍କ ମନର ଆନନ୍ଦ ଦିନରେ ତାହାଙ୍କ ମାତା ତାହାଙ୍କୁ ସେହି ମୁକୁଟ ପିନ୍ଧାଇ ଅଛନ୍ତି Viz kapitolaପବିତ୍ର ବାଇବଲ (Re-edited) - (BSI)11 ଆଗୋ ସିୟୋନର କନ୍ୟାଗଣ, ତୁମ୍ଭେମାନେ ବାହାରେ ଯାଇ ମୁକୁଟଭୂଷିତ ଶଲୋମନ ରାଜାଙ୍କୁ ଦେଖ, ତାଙ୍କ ବିବାହ ଦିନରେ ଓ ତାଙ୍କ ମନର ଆନନ୍ଦ ଦିନରେ ତାଙ୍କ ମାତା ତାଙ୍କୁ ସେହି ମୁକୁଟ ପିନ୍ଧାଇଅଛନ୍ତି। Viz kapitolaଓଡିଆ ବାଇବେଲ11 ହେ ସିୟୋନର କନ୍ୟାଗଣ, ତୁମ୍ଭେମାନେ ବାହାରେ ଯାଇ ମୁକୁଟଭୂଷିତ ଶଲୋମନ ରାଜାଙ୍କୁ ଦେଖ, ତାଙ୍କ ବିବାହ ଦିନରେ ଓ ତାଙ୍କ ମନର ଆନନ୍ଦ ଦିନରେ ତାଙ୍କ ମାତା ତାଙ୍କୁ ସେହି ମୁକୁଟ ପିନ୍ଧାଇ ଅଛନ୍ତି। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT11 ହେ ସିୟୋନର କନ୍ୟାଗଣ, ତୁମ୍ଭେମାନେ ବାହାରେ ଯାଇ ମୁକୁଟଭୂଷିତ ଶଲୋମନ ରାଜାଙ୍କୁ ଦେଖ, ତାଙ୍କ ବିବାହ ଦିନରେ ଓ ତାଙ୍କ ମନର ଆନନ୍ଦ ଦିନରେ ତାଙ୍କ ମାତା ତାଙ୍କୁ ସେହି ମୁକୁଟ ପିନ୍ଧାଇ ଅଛନ୍ତି। Viz kapitola |