ପରମ ଗୀତ 3:2 - ପବିତ୍ର ବାଇବଲ2 ମୁଁ କହିଲି, ମୁଁ ଏବେ ଉଠି ନଗର ଭ୍ରମଣ କରିବି। ଯାହାଙ୍କୁ ମୋର ପ୍ରାଣ ପ୍ରେମ କରେ, ତାହାଙ୍କୁ ମୁଁ ଗଳିଗଳି ଛକଛକ ଖୋଜିବି। ମୁଁ ତାହାଙ୍କୁ ଖୋଜିଲି ମାତ୍ର ପାଇଲି ନାହିଁ। Viz kapitolaପବିତ୍ର ବାଇବଲ (Re-edited) - (BSI)2 ମୁଁ କହିଲି, ମୁଁ ଏବେ ଉଠି ନଗର ଭ୍ରମଣ କରିବି, ଯାହାଙ୍କୁ ମୋʼ ପ୍ରାଣ ପ୍ରେମ କରେ, ତାଙ୍କୁ ମୁଁ ଗଳି ଗଳି ଓ ଛକେ ଛକେ ଖୋଜିବି; ମୁଁ ତାଙ୍କୁ ଖୋଜିଲି, ମାତ୍ର ପାଇଲି ନାହିଁ। Viz kapitolaଓଡିଆ ବାଇବେଲ2 ମୁଁ କହିଲି, ମୁଁ ଏବେ ଉଠି ନଗର ଭ୍ରମଣ କରିବି, ଯାହାଙ୍କୁ ମୋ’ ପ୍ରାଣ ପ୍ରେମ କରେ, ତାଙ୍କୁ ମୁଁ ଗଳି ଗଳି ଓ ଛକେ ଛକେ ଖୋଜିବି; ମୁଁ ତାଙ୍କୁ ଖୋଜିଲି, ମାତ୍ର ପାଇଲି ନାହିଁ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT2 “ମୁଁ କହିଲି, ମୁଁ ଏବେ ଉଠି ନଗର ଭ୍ରମଣ କରିବି, ଯାହାଙ୍କୁ ମୋʼ ପ୍ରାଣ ପ୍ରେମ କରେ, ତାଙ୍କୁ ମୁଁ ଗଳି ଗଳି ଓ ଛକେ ଛକେ ଖୋଜିବି;” ମୁଁ ତାଙ୍କୁ ଖୋଜିଲି, ମାତ୍ର ପାଇଲି ନାହିଁ। Viz kapitola |