ପରମ ଗୀତ 4:10 - ପବିତ୍ର ବାଇବଲ10 ଆଗୋ ମୋର ଭଗିନୀ, ହେ ମୋର ପ୍ରିୟେ, ତୁମ୍ଭର ପ୍ରେମ କେମନ୍ତ ମନୋରମ। ତୁମ୍ଭ ପ୍ରେମ ଦ୍ରାକ୍ଷାରସ ଅପେକ୍ଷା ଉତ୍ତମ। ପୁଣି ତୁମ୍ଭ ତୈଳର ସୁଗନ୍ଧ ସର୍ବପ୍ରକାର ସୁଗନ୍ଧି ଦ୍ରବ୍ୟ ଅପେକ୍ଷା ଉତ୍ତମ। Viz kapitolaପବିତ୍ର ବାଇବଲ (Re-edited) - (BSI)10 ଆଗୋ ମୋହର ଭଗିନୀ, ମୋହର କନ୍ୟେ, ତୁମ୍ଭର ପ୍ରେମ କିପରି ମନୋରମ ! ତୁମ୍ଭ ପ୍ରେମ ଦ୍ରାକ୍ଷାରସ ଅପେକ୍ଷା କିପରି ଉତ୍ତମ ! ପୁଣି, ତୁମ୍ଭ ତୈଳର ସୁଗନ୍ଧ ସର୍ବପ୍ରକାର ସୁଗନ୍ଧିଦ୍ରବ୍ୟ ଅପେକ୍ଷା କିପରି ଉତ୍ତମ ! Viz kapitolaଓଡିଆ ବାଇବେଲ10 ହେ ମୋହର ପ୍ରିୟେ, ମୋହର କନ୍ୟା, ତୁମ୍ଭର ପ୍ରେମ କିପରି ମନୋରମ ! ତୁମ୍ଭ ପ୍ରେମ ଦ୍ରାକ୍ଷାରସ ଅପେକ୍ଷା କିପରି ଉତ୍ତମ ! ପୁଣି, ତୁମ୍ଭ ତୈଳର ସୁଗନ୍ଧ ସର୍ବପ୍ରକାର ସୁଗନ୍ଧିଦ୍ରବ୍ୟ ଅପେକ୍ଷା କିପରି ଉତ୍ତମ ! Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT10 ହେ ମୋହର ପ୍ରିୟେ, ମୋହର କନ୍ୟା, ତୁମ୍ଭର ପ୍ରେମ କିପରି ମନୋରମ! ତୁମ୍ଭ ପ୍ରେମ ଦ୍ରାକ୍ଷାରସ ଅପେକ୍ଷା କିପରି ଉତ୍ତମ! ପୁଣି, ତୁମ୍ଭ ତୈଳର ସୁଗନ୍ଧ ସର୍ବପ୍ରକାର ସୁଗନ୍ଧି ଦ୍ରବ୍ୟ ଅପେକ୍ଷା କିପରି ଉତ୍ତମ! Viz kapitola |