ପରମ ଗୀତ 4:9 - ପବିତ୍ର ବାଇବଲ9 ହେ ମୋର ଭଉଣୀ, ହେ ମୋର କନ୍ୟା, ତୁମ୍ଭେ ମୋର ହୃଦୟକୁ ତୁମ୍ଭର ଚକ୍ଷୁର ଗୋଟିଏ ଗ୍ଭହାଣିରେ ଏବଂ ଗୋଟିଏ ଅଳଙ୍କାର ହାରରେ ଗ୍ଭେରି କରିଅଛି। Viz kapitolaପବିତ୍ର ବାଇବଲ (Re-edited) - (BSI)9 ଆଗୋ ମୋହର ଭଗିନୀ, ଆଗୋ ମୋହର କନ୍ୟେ, ତୁମ୍ଭେ ମୋହର ଚିତ୍ତ ହରଣ କରିଅଛ; ତୁମ୍ଭେ ଆପଣାର ଏକ ଦୃଷ୍ଟିରେ, ଆପଣା ଗଳାର ଏକ ହାରରେ ମୋହର ଚିତ୍ତ ହରଣ କରିଅଛ। Viz kapitolaଓଡିଆ ବାଇବେଲ9 ହେ ମୋହର ପ୍ରିୟେ, ହେ ମୋହର କନ୍ୟା, ତୁମ୍ଭେ ମୋହର ଚିତ୍ତ ହରଣ କରିଅଛ; ତୁମ୍ଭେ ଆପଣାର ଏକ ଦୃଷ୍ଟିରେ, ଆପଣା ଗଳାର ଏକ ହାରରେ ମୋହର ଚିତ୍ତ ହରଣ କରିଅଛ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT9 ହେ ମୋହର ପ୍ରିୟେ, ହେ ମୋହର କନ୍ୟା, ତୁମ୍ଭେ ମୋହର ଚିତ୍ତ ହରଣ କରିଅଛ; ତୁମ୍ଭେ ଆପଣାର ଏକଦୃଷ୍ଟିରେ, ଆପଣା ଗଳାର ଏକ ହାରରେ ମୋହର ଚିତ୍ତ ହରଣ କରିଅଛ। Viz kapitola |