Online Bible

- Reklamy -




ପରମ ଗୀତ 5:1 - ପବିତ୍ର ବାଇବଲ

1 ହେ ମୋର ଭଗିନୀ, ମୋହର ପ୍ରିୟେ, ମୁଁ ଆପଣା ଉଦ୍ୟାନକୁ ଆସିଅଛି। ମୁଁ ଆପଣା ଗନ୍ଧରସ ଓ ସୁଗନ୍ଧି ଦ୍ରବ୍ୟ ସଂଗ୍ରହ କରିଅଛି। ମୁଁ ମହୁ ଫେଣାରୁ ମୋର ମହୁ ଭୋଜନ କରିଅଛି। ମୁଁ ଆପଣା ଦ୍ରାକ୍ଷାରସ ଓ ଦୁ‌ଗ୍‌ଧପାନ କରିଅଛି। ଆସ ପରସ୍ପର ସହିତ ଆମୋଦ କରିବା। ଆସ ପ୍ରେମରେ ମତ୍ତ ହୋଇଯିବା। ହେ ବନ୍ଧୁଗଣ, ଭୋଜନ କର, ହେ ପ୍ରିୟତମଗଣ ପାନ କର। ହଁ, ଯଥେଷ୍ଟ ପ୍ରେମକୁ ପାନ କର।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

1 ମୋହର ପ୍ରିୟତମ ଆପଣା ଉଦ୍ୟାନକୁ ଆସନ୍ତୁ ଓ ଆପଣାର ବହୁମୂଲ୍ୟ ଫଳସବୁ ଭୋଜନ କରନ୍ତୁ। ଆଗୋ ମୋହର ଭଗିନୀ, ମୋହର କନ୍ୟେ, ମୁଁ ଆପଣା ଉଦ୍ୟାନକୁ ଆସିଅଛି; ମୁଁ ଆପଣା ଗନ୍ଧରସ ଓ ସୁଗନ୍ଧି ଦ୍ରବ୍ୟ ସଂଗ୍ରହ କରିଅଛି; ମୁଁ ଆପଣା ମଧୁଚାକ ଓ ମଧୁ ଭୋଜନ କରିଅଛି; ମୁଁ ଆପଣା ଦ୍ରାକ୍ଷାରସ ଓ ଦୁଗ୍ଧ ପାନ କରିଅଛି। ହେ ବନ୍ଧୁଗଣ, ଭୋଜନ କର; ହେ ପ୍ରିୟତମଗଣ, ପାନ କର, ହଁ, ଯଥେଷ୍ଟ ପାନ କର।

Viz kapitola kopírovat

ଓଡିଆ ବାଇବେଲ

1 ହେ ମୋହର ପ୍ରିୟେ, ମୋହର କନ୍ୟା, ମୁଁ ଆପଣା ଉଦ୍ୟାନକୁ ଆସିଅଛି; ମୁଁ ଆପଣା ଗନ୍ଧରସ ଓ ସୁଗନ୍ଧି ଦ୍ରବ୍ୟ ସଂଗ୍ରହ କରିଅଛି; ମୁଁ ଆପଣା ମଧୁଚାକ ଓ ମଧୁ ଭୋଜନ କରିଅଛି; ମୁଁ ଆପଣା ଦ୍ରାକ୍ଷାରସ ଓ ଦୁଗ୍ଧ ପାନ କରିଅଛି। ହେ ବନ୍ଧୁଗଣ, ଭୋଜନ କର; ହେ ପ୍ରିୟତମଗଣ, ପାନ କର, ହଁ, ଯଥେଷ୍ଟ ପାନ କର।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

1 ହେ ମୋହର ପ୍ରିୟେ, ମୋହର କନ୍ୟା, ମୁଁ ଆପଣା ଉଦ୍ୟାନକୁ ଆସିଅଛି; ମୁଁ ଆପଣା ଗନ୍ଧରସ ଓ ସୁଗନ୍ଧି ଦ୍ରବ୍ୟ ସଂଗ୍ରହ କରିଅଛି; ମୁଁ ଆପଣା ମଧୁଚାକ ଓ ମଧୁ ଭୋଜନ କରିଅଛି; ମୁଁ ଆପଣା ଦ୍ରାକ୍ଷାରସ ଓ ଦୁଗ୍ଧ ପାନ କରିଅଛି। ହେ ବନ୍ଧୁଗଣ, ଭୋଜନ କର; ହେ ପ୍ରିୟତମଗଣ, ପାନ କର, ହଁ, ଯଥେଷ୍ଟ ପାନ କର।

Viz kapitola kopírovat




ପରମ ଗୀତ 5:1

Následuj nás:

Reklamy


Reklamy