Online Bible

- Reklamy -




ପରମ ଗୀତ 5:14 - ପବିତ୍ର ବାଇବଲ

14 ତାହାଙ୍କ ହସ୍ତ ଦ୍ୱୟ ବୈଦୁର୍ଯ୍ୟମଣିରେ ଖଚିତ ସୁବର୍ଣ୍ଣ କଙ୍କଣ ତୁଲ୍ୟ। ତାହାଙ୍କ ଶରୀର ନୀଳକାନ୍ତମଣି ମଣ୍ଡିତ ଗଜଦନ୍ତମୟ ଶିଳ୍ପ କର୍ମ ତୁଲ୍ୟ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

14 ତାଙ୍କ ହସ୍ତଦ୍ଵୟ ବୈଦୁର୍ଯ୍ୟ ମଣିରେ ଖଚିତ ସୁବର୍ଣ୍ଣ ମୁଦ୍ରିକା ତୁଲ୍ୟ; ତାଙ୍କ ଶରୀର ନୀଳକା; ମଣି-ମଣ୍ତିତ ଗଜଦନ୍ତମୟ ଶିଳ୍ପକର୍ମ ତୁଲ୍ୟ।

Viz kapitola kopírovat

ଓଡିଆ ବାଇବେଲ

14 ତାଙ୍କ ହସ୍ତଦ୍ୱୟ ବୈଦୁର୍ଯ୍ୟ ମଣିରେ ଖଚିତ ସୁବର୍ଣ୍ଣ ମୁଦ୍ରିକା ତୁଲ୍ୟ; ତାଙ୍କ ଶରୀର ନୀଳକାନ୍ତ ମଣି-ମଣ୍ଡିତ ଗଜଦନ୍ତମୟ ଶିଳ୍ପକର୍ମ ତୁଲ୍ୟ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

14 ତାଙ୍କ ହସ୍ତଦ୍ୱୟ ବୈଦୁର୍ଯ୍ୟ ମଣିରେ ଖଚିତ ସୁବର୍ଣ୍ଣ ମୁଦ୍ରିକା ତୁଲ୍ୟ; ତାଙ୍କ ଶରୀର ନୀଳକାନ୍ତମଣି-ମଣ୍ଡିତ ଗଜଦନ୍ତମୟ ଶିଳ୍ପକର୍ମ ତୁଲ୍ୟ।

Viz kapitola kopírovat




ପରମ ଗୀତ 5:14

Následuj nás:

Reklamy


Reklamy