Online Bible

- Reklamy -




ପରମ ଗୀତ 5:15 - ପବିତ୍ର ବାଇବଲ

15 ତାଙ୍କର ଗୋଡ଼ ଦୁଇଟି ସୁବର୍ଣ୍ଣ ମୂଳଦୁଆରେ ସ୍ଥାପିତ ଦୁଇଟି ମାର୍ବଲର ସ୍ତମ୍ଭ ତୁଲ୍ୟ। ତାଙ୍କର ଆକୃତି ଲିବାନୋନ୍ ଏରସ ବୃକ୍ଷ ତୁଲ୍ୟ ଉତ୍କୃଷ୍ଟ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

15 ତାଙ୍କ ଚରଣଯୁଗଳ ଶୁଦ୍ଧ ସୁବର୍ଣ୍ଣ ଚୁଙ୍ଗିରେ ସ୍ଥାପିତ ମର୍ମର ପ୍ରସ୍ତରର ସ୍ତମ୍ଭ ତୁଲ୍ୟ; ତାଙ୍କର ଦୃଶ୍ୟ ଲିବାନୋନ ସଦୃଶ, ଏରସ ବୃକ୍ଷ ତୁଲ୍ୟ ଉତ୍କୃଷ୍ଟ।

Viz kapitola kopírovat

ଓଡିଆ ବାଇବେଲ

15 ତାଙ୍କ ଗୋଡ଼ ଦୁଇଟି ଶୁଦ୍ଧ ସୁବର୍ଣ୍ଣ ଚୁଙ୍ଗୀରେ ସ୍ଥାପିତ ମର୍ମର ପ୍ରସ୍ତରର ସ୍ତମ୍ଭ ତୁଲ୍ୟ; ତାଙ୍କର ଦୃଶ୍ୟ ଲିବାନୋନ ସଦୃଶ, ଏରସ ବୃକ୍ଷ ତୁଲ୍ୟ ଉତ୍କୃଷ୍ଟ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

15 ତାଙ୍କ ଗୋଡ଼ ଦୁଇଟି ଶୁଦ୍ଧ ସୁବର୍ଣ୍ଣ ଚୁଙ୍ଗୀରେ ସ୍ଥାପିତ ମର୍ମର ପ୍ରସ୍ତରର ସ୍ତମ୍ଭ ତୁଲ୍ୟ; ତାଙ୍କର ଦୃଶ୍ୟ ଲିବାନୋନ ସଦୃଶ, ଏରସ ବୃକ୍ଷ ତୁଲ୍ୟ ଉତ୍କୃଷ୍ଟ।

Viz kapitola kopírovat




ପରମ ଗୀତ 5:15

Následuj nás:

Reklamy


Reklamy