ପରମ ଗୀତ 5:2 - ପବିତ୍ର ବାଇବଲ2 ମୁଁ ନିଦ୍ରିତା ଥିଲି, ମାତ୍ର ମୋର ହୃଦୟ ଜାଗ୍ରତ ଥିଲା। ଏତ ମୋ’ ପ୍ରିୟତମଙ୍କ ରବ। ସେ ଦ୍ୱାରରେ ଆଘାତ କରି କହୁଛନ୍ତି, “ଆଗୋ ମୋର ଭଗିନୀ, ମୋର ପ୍ରିୟେ, ମୋର କପୋତୀ, ମୋହର ଶୁଦ୍ଧମତି ମୋ’ ପାଇଁ ଦ୍ୱାର ଫିଟାଅ। କାରଣ ମୋର ମସ୍ତକ ଶିଶିରରେ ମୋହର କେଶ ରାତ୍ରିର ଜଳ ବିନ୍ଦୁରେ ପରିପୂର୍ଣ୍ଣ।” Viz kapitolaପବିତ୍ର ବାଇବଲ (Re-edited) - (BSI)2 ମୁଁ ନିଦ୍ରିତା ଥିଲି, ମାତ୍ର ମୋହର ହୃଦୟ ଜାଗ୍ରତ ଥିଲା; ଏ ତ ମୋʼ ପ୍ରିୟତମଙ୍କ ରବ, ସେ ଦ୍ଵାରରେ ଆଘାତ କରି କହୁଅଛନ୍ତି, “ଆଗୋ ମୋହର ଭଗିନୀ, ମୋହର ପ୍ରିୟେ, ମୋହର କପୋତୀ, ମୋହର ଶୁଦ୍ଧମତେ; ମୋʼ ପାଇଁ ଦ୍ଵାର ଫିଟାଅ; କାରଣ ମୋହର ମସ୍ତକ ଶିଶିରରେ, ମୋହର କ୍ଳେଶ ରାତ୍ରିର ଜଳବିନ୍ଦୁରେ ପରିପୂର୍ଣ୍ଣ।” Viz kapitolaଓଡିଆ ବାଇବେଲ2 ମୁଁ ନିଦ୍ରିତା ଥିଲି, ମାତ୍ର ମୋହର ହୃଦୟ ଜାଗ୍ରତ ଥିଲା; ଏହି ତ ମୋ’ ପ୍ରିୟତମଙ୍କ ରବ, ସେ ଦ୍ୱାରରେ ଆଘାତ କରି କହୁଅଛନ୍ତି, “ହେ ମୋହର ଭଗିନୀ, ମୋହର ପ୍ରିୟେ, ମୋହର କପୋତୀ, ମୋହର ଶୁଦ୍ଧମତେ; ମୋ’ ପାଇଁ ଦ୍ୱାର ଫିଟାଅ; କାରଣ ମୋହର ମସ୍ତକ ଶିଶିରରେ, ମୋହର କେଶ ରାତ୍ରିର ଜଳବିନ୍ଦୁରେ ପରିପୂର୍ଣ୍ଣ।” Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT2 ମୁଁ ନିଦ୍ରିତା ଥିଲି, ମାତ୍ର ମୋହର ହୃଦୟ ଜାଗ୍ରତ ଥିଲା; ଏହି ତ ମୋʼ ପ୍ରିୟତମଙ୍କ ରବ, ସେ ଦ୍ୱାରରେ ଆଘାତ କରି କହୁଅଛନ୍ତି, “ହେ ମୋହର ଭଗିନୀ, ମୋହର ପ୍ରିୟେ, ମୋହର କପୋତୀ, ମୋହର ଶୁଦ୍ଧମତେ; ମୋʼ ପାଇଁ ଦ୍ୱାର ଫିଟାଅ; କାରଣ ମୋହର ମସ୍ତକ ଶିଶିରରେ, ମୋହର କେଶ ରାତ୍ରିର ଜଳବିନ୍ଦୁରେ ପରିପୂର୍ଣ୍ଣ।” Viz kapitola |