ପରମ ଗୀତ 6:13 - ପବିତ୍ର ବାଇବଲ13 ହେ ଶୂଲେମିୟେର ନାରୀ, ଫେରି ଆସ, ଫେରି ଆସ ଆମ୍ଭେମାନେ ତୁମ୍ଭକୁ ଦେଖିବା ପାଇଁ ଗ୍ଭହୁଁଛୁ। ଯେତେବେଳେ ସେ ମହନୟିମ ନୃତ୍ୟ କରୁଛି, କାହିଁକି ତୁମ୍ଭେମାନେ ଶୂଲେମିୟା ନାରୀକୁ ଅନାଇବ? Viz kapitolaପବିତ୍ର ବାଇବଲ (Re-edited) - (BSI)13 ହେ ଶୂଲମିୟେ, ଫେର, ଫେର; ଆମ୍ଭେମାନେ ତୁମ୍ଭକୁ ଦେଖିବା, ଫେର, ଫେର। Viz kapitolaଓଡିଆ ବାଇବେଲ13 ହେ ଶୂଲମିୟେ, ଫେର, ଫେର; ଆମ୍ଭେମାନେ ତୁମ୍ଭକୁ ଦେଖିବା, ଫେର, ଫେର। ମହନୟିମସ୍ଥ ନୃତ୍ୟକୁ ଯେପରି, ସେପରି କାହିଁକି ତୁମ୍ଭେମାନେ ଶୂଲମିୟାକୁ ଅନାଇବ ? Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT13 ହେ ଶୂଲମିୟେ, ଫେର, ଫେର; ଆମ୍ଭେମାନେ ତୁମ୍ଭକୁ ଦେଖିବା, ଫେର, ଫେର। ମହନୟିମସ୍ଥ ନୃତ୍ୟକୁ ଯେପରି, ସେପରି କାହିଁକି ତୁମ୍ଭେମାନେ ଶୂଲମିୟାକୁ ଅନାଇବ? Viz kapitola |