ପରମ ଗୀତ 8:6 - ପବିତ୍ର ବାଇବଲ6 ତୁମ୍ଭେ ମୋତେ ମୋହର ତୁଲ୍ୟ ଆପଣା ହୃଦୟରେ, ବାହୁଟି ତୁଲ୍ୟ ଆପଣା ବାହୁରେ ଧାରଣ କର। କାରଣ ପ୍ରେମ ମୃତ୍ୟୁ ପରି ଶକ୍ତିଶାଳୀ ଅଟେ। ହୃଦୟର ଦହନ କବର ପରି ଦୃଢ଼ ଅଟେ। ଏହାର ଶିଖା ଏକ ଜଳନ୍ତା ନିଆଁ ପରି ଏବଂ ଏହା ଏକ ବିରାଟ ନିଆଁରେ ପରିଣତ ହୋଇପାରେ। Viz kapitolaପବିତ୍ର ବାଇବଲ (Re-edited) - (BSI)6 ତୁମ୍ଭେ ମୋତେ ମୋହର ତୁଲ୍ୟ ଆପଣା ହୃଦୟରେ, ମୋହର ତୁଲ୍ୟ ଆପଣା ବାହୁରେ ଧାରଣ କର; କାରଣ ପ୍ରେମ ମୃତ୍ୟୁ ପରି ବଳବାନ; ଅନ୍ତର୍ଜ୍ଵାଳା ପାତାଳ ପରି ଦୃଢ଼; ତହିଁର ଶିଖା ଅଗ୍ନିଶିଖା, ଅତି ଭୟଙ୍କର ଅଗ୍ନିଶିଖା। Viz kapitolaଓଡିଆ ବାଇବେଲ6 ତୁମ୍ଭେ ମୋତେ ମୋହର ତୁଲ୍ୟ ଆପଣା ହୃଦୟରେ, ମୋହର ତୁଲ୍ୟ ଆପଣା ବାହୁରେ ଧାରଣ କର; କାରଣ ପ୍ରେମ ମୃତ୍ୟୁୁ ପରି ବଳବାନ; ଅନ୍ତର୍ଜ୍ୱାଳା ପାତାଳ ପରି ଦୃଢ଼; ତହିଁର ଶିଖା ଅଗ୍ନିଶିଖା, ଅତି ଭୟଙ୍କର ଅଗ୍ନିଶିଖା। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT6 ତୁମ୍ଭେ ମୋତେ ମୋହର ତୁଲ୍ୟ ଆପଣା ହୃଦୟରେ, ମୋହର ତୁଲ୍ୟ ଆପଣା ବାହୁରେ ଧାରଣ କର; କାରଣ ପ୍ରେମ ମୃତ୍ୟୁୁ ପରି ବଳବାନ; ଅନ୍ତର୍ଜ୍ୱାଳା ପାତାଳ ପରି ଦୃଢ଼; ତହିଁର ଶିଖା ଅଗ୍ନିଶିଖା, ଅତି ଭୟଙ୍କର ଅଗ୍ନିଶିଖା। Viz kapitola |