ପରମ ଗୀତ 8:9 - ପବିତ୍ର ବାଇବଲ9 ଯେବେ ସେ ପ୍ରାଚୀର ସ୍ୱରୂପା ହୁଏ। ତେବେ ଆମ୍ଭେମାନେ ତାକୁ ରୂପା ଗହଣାରେ ଢାଙ୍କି ଦେବୁ। ଯଦି ସେ ଏକ ଦ୍ୱାର ପରି ହୁଏ, ତେବେ ଆମ୍ଭେମାନେ ତାକୁ ଏରସ ପଟାରେ ଆବରଣ କରିଦେବୁ। Viz kapitolaପବିତ୍ର ବାଇବଲ (Re-edited) - (BSI)9 ଯେବେ ସେ ପ୍ରାଚୀର ସ୍ଵରୂପା ହୁଏ, ତେବେ ଆମ୍ଭେମାନେ ତାହା ଉପରେ ରୂପାର ଦୁର୍ଗ ନିର୍ମାଣ କରିବା; ଆଉ, ଯେବେ ସେ ଦ୍ଵାର ସ୍ଵରୂପା ହୁଏ, ତେବେ ଆମ୍ଭେମାନେ ଏରସ ପଟାରେ ତାହାକୁ ଆବରଣ କରିବା। Viz kapitolaଓଡିଆ ବାଇବେଲ9 ଯଦି ସେ ପ୍ରାଚୀର ସ୍ୱରୂପା ହୁଏ, ତେବେ ଆମ୍ଭେମାନେ ତାହା ଉପରେ ରୂପାର ଦୁର୍ଗ ନିର୍ମାଣ କରିବା; ଆଉ, ଯଦି ସେ ଦ୍ୱାର ସ୍ୱରୂପା ହୁଏ, ତେବେ ଆମ୍ଭେମାନେ ଏରସ ପଟାରେ ତାହାକୁ ଆବରଣ କରିବା। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT9 ଯଦି ସେ ପ୍ରାଚୀର ସ୍ୱରୂପା ହୁଏ, ତେବେ ଆମ୍ଭେମାନେ ତାହା ଉପରେ ରୂପାର ଦୁର୍ଗ ନିର୍ମାଣ କରିବା; ଆଉ, ଯଦି ସେ ଦ୍ୱାର ସ୍ୱରୂପା ହୁଏ, ତେବେ ଆମ୍ଭେମାନେ ଏରସ ପଟାରେ ତାହାକୁ ଆବରଣ କରିବା। Viz kapitola |