ତୀତସ 1:16 - ପବିତ୍ର ବାଇବଲ16 ସେ ଲୋକମାନେ କୁହନ୍ତି ଯେ ସେମାନେ ପରମେଶ୍ୱରଙ୍କୁ ଜାଣିଛନ୍ତି। କିନ୍ତୁ ଯେଉଁସବୁ ମନ୍ଦ କାମ ସେମାନେ କରୁଛନ୍ତି, ସେଥିରୁ ଜଣାଯାଏ ଯେ ସେମାନେ ପରମେଶ୍ୱରଙ୍କୁ ଗ୍ରହଣ କରନ୍ତି ନାହିଁ। ସେମାନେ ଭୟଙ୍କର ଲୋକ, ଆଜ୍ଞା ବିରୋଧୀ ଓ କୌଣସି ଭଲ କାମ ପାଇଁ ଅଯୋଗ୍ୟ। Viz kapitolaପବିତ୍ର ବାଇବଲ (Re-edited) - (BSI)16 ସେମାନେ ଈଶ୍ଵରଙ୍କୁ ଜାଣନ୍ତି ବୋଲି ସ୍ଵୀକାର କରନ୍ତି, କିନ୍ତୁ ସେମାନଙ୍କ କର୍ମ ଦ୍ଵାରା ତାହାଙ୍କୁ ଅସ୍ଵୀକାର କରନ୍ତି; ସେମାନେ ଘୃଣ୍ୟ ଓ ଅବାଧ୍ୟ ପୁଣି ସମସ୍ତ ସତ୍କର୍ମର ଅଯୋଗ୍ୟ। Viz kapitolaଓଡିଆ ବାଇବେଲ16 ସେମାନେ ଈଶ୍ୱରଙ୍କୁ ଜାଣନ୍ତି ବୋଲି ସ୍ୱୀକାର କରନ୍ତି; ସେମାନେ ଘୃଣ୍ୟ ଓ ଅବାଧ୍ୟ ପୁଣି, ସମସ୍ତ ସତ୍କର୍ମର ଅଯୋଗ୍ୟ । Viz kapitolaପବିତ୍ର ବାଇବଲ (CL) NT (BSI)16 ସେମାନେ ଈଶ୍ୱରଙ୍କୁ ଜାଣିଛନ୍ତି ବୋଲି ଜୋର କରି କହନ୍ତି, କିନ୍ତୁ କାର୍ଯ୍ୟତଃ ସେମାନେ ଏ କଥା ଅସ୍ୱୀକାର କରନ୍ତି। ସେମାନେ ବିଦ୍ୱେଷପୂର୍ଣ୍ଣ ଏବଂ ଦୁର୍ଦ୍ଦାନ୍ତ - କୌଣସି ସତ୍କାର୍ଯ୍ୟ ସାଧନ କରିବାକୁ ସେମାନେ ଯୋଗ୍ୟ ନୁହନ୍ତି। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT16 ସେମାନେ ଈଶ୍ବରଙ୍କୁ ଜାଣନ୍ତି ବୋଲି ସ୍ୱୀକାର କରନ୍ତି, କିନ୍ତୁ ସେମାନେ ଆପଣା କର୍ମ ଦ୍ୱାରା ତାହାଙ୍କୁ ଅସ୍ବୀକାର କରନ୍ତି; ସେମାନେ ଘୃଣ୍ୟ ଓ ଅବାଧ୍ୟ ପୁଣି, ସମସ୍ତ ସତ୍କର୍ମର ଅଯୋଗ୍ୟ। Viz kapitola |