ତୀତସ 3:14 - ପବିତ୍ର ବାଇବଲ14 ନିଜ ଜୀବନକୁ ସତ୍କର୍ମରେ ଲଗାଇବା ପାଇଁ ଲୋକମାନେ ଶିଖିବା ଆବଶ୍ୟକ। ଯେଉଁମାନଙ୍କର ପ୍ରକୃତରେ ଦରକାର, ସେମାନଙ୍କର ମଙ୍ଗଳ କର। ତା'ହେଲେ ଆମ୍ଭ ଲୋକେ ବିଫଳ ଜୀବନଯାପନ କରିବେ ନାହିଁ। Viz kapitolaପବିତ୍ର ବାଇବଲ (Re-edited) - (BSI)14 ଆମ୍ଭମାନଙ୍କ ଲୋକମାନେ ମଧ୍ୟ ପ୍ରୟୋଜନୀୟ ଉପକାର ନିମନ୍ତେ ସତ୍କର୍ମରେ ବ୍ୟାପୃତ ରହିବାକୁ ଶିଖନ୍ତୁ, ଯେପରି ସେମାନେ ଫଳହୀନ ନ ହୁଅନ୍ତି। Viz kapitolaଓଡିଆ ବାଇବେଲ14 ଆମ୍ଭମାନଙ୍କ ଲୋକମାନେ ମଧ୍ୟ ପ୍ରୟୋଜନୀୟ ଉପକାର ନିମନ୍ତେ ସତ୍କର୍ମରେ ପ୍ରବୃତ୍ତ ରହିବାକୁ ଶିଖନ୍ତୁ, ଯେପରି ସେମାନେ ଫଳହୀନ ନ ହୁଅନ୍ତି । Viz kapitolaପବିତ୍ର ବାଇବଲ (CL) NT (BSI)14 ସତ୍କର୍ମରେ ଦିନାତିପାତ କରି ନିଜ ନିଜର ଅଭାବ ପୂରଣ କରିବା ପାଇଁ ସମ୍ପ୍ରଦାୟର ଲୋକମାନଙ୍କୁ ଶିକ୍ଷା ଦିଅ। ସେମାନେ ଅକର୍ମଣ୍ୟ ହୋଇ ବସି ରହନ୍ତୁ ନାହିଁ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT14 ଆମ୍ଭମାନଙ୍କ ଲୋକମାନେ ମଧ୍ୟ ପ୍ରୟୋଜନୀୟ ଉପକାର ନିମନ୍ତେ ସତ୍କର୍ମରେ ପ୍ରବୃତ୍ତ ରହିବାକୁ ଶିଖନ୍ତୁ, ଯେପରି ସେମାନେ ଫଳହୀନ ନ ହୁଅନ୍ତି। Viz kapitola |