ତୀତସ 3:5 - ପବିତ୍ର ବାଇବଲ5 ପରମେଶ୍ୱରଙ୍କ ସହିତ ସୁସମ୍ପର୍କ ରଖିବା ପାଇଁ ଆମ୍ଭେ କରିଥିବା ଉତ୍ତମ କାର୍ଯ୍ୟଗୁଡ଼ିକ ହେତୁ ଆମ୍ଭେ ରକ୍ଷା ପାଇ ନ ଥିଲୁ। ସେ ଆମ୍ଭକୁ ଧୋଇ କରି ନୂଆ ମଣିଷ କରିଅଛନ୍ତି। ଏହି ଉଦ୍ଧାର ଓ ନୂତନତା ପବିତ୍ରଆତ୍ମାଙ୍କ ମାଧ୍ୟମରେ ଆସିଥିଲା। Viz kapitolaପବିତ୍ର ବାଇବଲ (Re-edited) - (BSI)5 ସେତେବେଳେ ସେ ଆମ୍ଭମାନଙ୍କ କୃତ ଧର୍ମକର୍ମ ସକାଶେ ନୁହେଁ, ମାତ୍ର ଆପଣାର ଦୟାନୁସାରେ ପୁନର୍ଜନ୍ମର ପ୍ରକ୍ଷାଳନ ଓ ପବିତ୍ର ଆତ୍ମାଙ୍କ ନୂତନୀକରଣ ଦ୍ଵାରା ଆମ୍ଭମାନଙ୍କୁ ପରିତ୍ରାଣ କରିଅଛନ୍ତି; Viz kapitolaଓଡିଆ ବାଇବେଲ5 ସେତେବେଳେ ସେ ଆମ୍ଭମାନଙ୍କ କୃତ ଧର୍ମକର୍ମ ସକାଶେ ନୁହେଁ, ମାତ୍ର ଆପଣାର ଦୟାନୁସାରେ ନୂତନ ଜନ୍ମର ପ୍ରକ୍ଷାଳନ ଓ ପବିତ୍ର ଆତ୍ମାଙ୍କ ନୂତନୀକରଣ ଦ୍ୱାରା ଆମ୍ଭମାନଙ୍କୁ ପରିତ୍ରାଣ କରିଅଛନ୍ତି; Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT5 ସେତେବେଳେ ସେ ଆମ୍ଭମାନଙ୍କ କୃତ ଧର୍ମକର୍ମ ସକାଶେ ନୁହେଁ, ମାତ୍ର ଆପଣାର ଦୟାନୁସାରେ ନୂତନ ଜନ୍ମର ପ୍ରକ୍ଷାଳନ ଓ ପବିତ୍ର ଆତ୍ମାଙ୍କ ନୂତନୀକରଣ ଦ୍ୱାରା ଆମ୍ଭମାନଙ୍କୁ ପରିତ୍ରାଣ କରିଅଛନ୍ତି; Viz kapitola |