ଯିଖରୀୟ 1:10 - ପବିତ୍ର ବାଇବଲ10 ତା'ପରେ ମେହେନ୍ଦି ବୁଦା ମଧ୍ୟରେ ଛିଡ଼ା ହୋଇଥିବା ବ୍ୟକ୍ତି ଜଣକୁ କହିଲେ, “ପୃଥିବୀରେ ଏଣେ ତେଣେ ଭ୍ରମଣ କରିବା ପାଇଁ ସଦାପ୍ରଭୁ ଏହି ଅଶ୍ୱଗୁଡ଼ିକୁ ପ୍ରେରଣ କରିଛନ୍ତି।” Viz kapitolaପବିତ୍ର ବାଇବଲ (Re-edited) - (BSI)10 ଏଥିରେ ମେହେନ୍ଦି ବୃକ୍ଷ ମଧ୍ୟରେ ଠିଆ ହୋଇଥିବା ପୁରୁଷ ଉତ୍ତର କରି କହିଲେ, ପୃଥିବୀରେ ଏଣେତେଣେ ଗମନାଗମନ କରିବା ପାଇଁ ସଦାପ୍ରଭୁ ଏମାନଙ୍କୁ ପଠାଇ ଅଛନ୍ତି। Viz kapitolaଓଡିଆ ବାଇବେଲ10 ଏଥିରେ ମେହେନ୍ଦି ବୃକ୍ଷ ମଧ୍ୟରେ ଠିଆ ହୋଇଥିବା ପୁରୁଷ ଉତ୍ତର କରି କହିଲେ, “ପୃଥିବୀରେ ଏଣେତେଣେ ଗମନାଗମନ କରିବା ପାଇଁ ସଦାପ୍ରଭୁ ଏମାନଙ୍କୁ ପଠାଇ ଅଛନ୍ତି।” Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT10 ଏଥିରେ ମେହେନ୍ଦି ବୃକ୍ଷ ମଧ୍ୟରେ ଠିଆ ହୋଇଥିବା ପୁରୁଷ ଉତ୍ତର କରି କହିଲେ, ‘ପୃଥିବୀରେ ଏଣେତେଣେ ଗମନାଗମନ କରିବା ପାଇଁ ସଦାପ୍ରଭୁ ଏମାନଙ୍କୁ ପଠାଇଅଛନ୍ତି।’ Viz kapitola |