ଯିଖରୀୟ 1:5 - ପବିତ୍ର ବାଇବଲ5 ପରମେଶ୍ୱର କହିଲେ, “ତେଣୁ, ତୁମ୍ଭର ସେହି ପୂର୍ବପୁରୁଷଗଣ ବର୍ତ୍ତମାନ କାହାନ୍ତି? ସେହି ଭବିଷ୍ୟଦ୍ବକ୍ତାଗଣ କ’ଣ ଏପର୍ଯ୍ୟନ୍ତ ବଞ୍ଚିଛନ୍ତି? Viz kapitolaପବିତ୍ର ବାଇବଲ (Re-edited) - (BSI)5 ତୁମ୍ଭମାନଙ୍କର ପୂର୍ବପୁରୁଷମାନେ କେଉଁଠାରେ? ଓ ଭବିଷ୍ୟଦ୍ବକ୍ତାମାନେ କି ଚିରକାଳ ଅଛନ୍ତି? Viz kapitolaଓଡିଆ ବାଇବେଲ5 “ତୁମ୍ଭମାନଙ୍କର ପୂର୍ବପୁରୁଷମାନେ, ଏମାନେ କେଉଁଠାରେ ? ଓ ଭବିଷ୍ୟଦ୍ବକ୍ତାମାନେ, ଏମାନେ କି ଚିରକାଳ ବଞ୍ଚନ୍ତି ?” Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT5 ତୁମ୍ଭମାନଙ୍କର ପୂର୍ବପୁରୁଷମାନେ, ଏମାନେ କେଉଁଠାରେ? ଓ ଭବିଷ୍ୟଦ୍ବକ୍ତାମାନେ, ଏମାନେ କି ଚିରକାଳ ବଞ୍ଚନ୍ତି? Viz kapitola |