ଯିଖରୀୟ 10:5 - ପବିତ୍ର ବାଇବଲ5 ସେମାନେ ବୀରପରି ତାଙ୍କର ପାଦତଳେ କାଦୁଅ ରାସ୍ତାକୁ ଦଳି ଦେବେ। ସେମାନେ ଯୁଦ୍ଧ କରି ଶତ୍ରୁପକ୍ଷର ଅଶ୍ୱାରୋହୀମାନଙ୍କୁ ମଧ୍ୟ ପରାସ୍ତ କରିବେ। କାରଣ ସଦାପ୍ରଭୁ ତାଙ୍କ ସହବର୍ତ୍ତୀ ଅଟନ୍ତି। Viz kapitolaପବିତ୍ର ବାଇବଲ (Re-edited) - (BSI)5 ପୁଣି, ସେମାନେ ବୀରଗଣ ତୁଲ୍ୟ ହୋଇ ଯୁଦ୍ଧରେ ଆପଣାମାନଙ୍କର ଶତ୍ରୁଗଣକୁ ବାଟର କାଦୁଅରେ ଦଳି ପକାଇବେ ଓ ସେମାନେ ଯୁଦ୍ଧ କରିବେ, କାରଣ ସଦାପ୍ରଭୁ ସେମାନଙ୍କର ସହବର୍ତ୍ତୀ ଅଟନ୍ତି ଓ ଅଶ୍ଵାରୋହୀମାନେ ଘାବରା ହେବେ। Viz kapitolaଓଡିଆ ବାଇବେଲ5 ପୁଣି, ସେମାନେ ବୀରଗଣ ତୁଲ୍ୟ ହୋଇ ଯୁଦ୍ଧରେ ଆପଣାମାନଙ୍କର ଶତ୍ରୁଗଣକୁ ବାଟର କାଦୁଅରେ ଦଳି ପକାଇବେ ଓ ସେମାନେ ଯୁଦ୍ଧ କରିବେ, କାରଣ ସଦାପ୍ରଭୁ ସେମାନଙ୍କର ସହବର୍ତ୍ତୀ ଅଟନ୍ତି ଓ ଅଶ୍ୱାରୋହୀମାନେ ଲଜ୍ଜିତ ହେବେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT5 ପୁଣି, ସେମାନେ ବୀରଗଣ ତୁଲ୍ୟ ହୋଇ ଯୁଦ୍ଧରେ ଆପଣାମାନଙ୍କର ଶତ୍ରୁଗଣକୁ ବାଟର କାଦୁଅରେ ଦଳି ପକାଇବେ ଓ ସେମାନେ ଯୁଦ୍ଧ କରିବେ, କାରଣ ସଦାପ୍ରଭୁ ସେମାନଙ୍କର ସହବର୍ତ୍ତୀ ଅଟନ୍ତି ଓ ଅଶ୍ୱାରୋହୀମାନେ ଲଜ୍ଜିତ ହେବେ। Viz kapitola |