ଯିଖରୀୟ 10:9 - ପବିତ୍ର ବାଇବଲ9 ଯଦିଓ ଆମ୍ଭେ ଦେଶଗୁଡ଼ିକ ମଧ୍ୟରେ ସେମାନଙ୍କୁ ବିଛାଡ଼ି ଦେଇଛୁ, ସେମାନେ ସେହି ଦୂର ସ୍ଥାନରେ ଆମ୍ଭକୁ ମନେ ପକାଇବେ। ସେମାନେ ସନ୍ତାନଗଣଙ୍କୁ ପାଳନ କରିବେ ଏବଂ ସେମାନେ ଫେରିବେ। Viz kapitolaପବିତ୍ର ବାଇବଲ (Re-edited) - (BSI)9 ପୁଣି, ଆମ୍ଭେ ଗୋଷ୍ଠୀଗଣ ମଧ୍ୟରେ ସେମାନଙ୍କୁ ବପନ କରିବା ଓ ସେମାନେ ନାନା ଦୂର ଦେଶରେ ଆମ୍ଭକୁ ସ୍ମରଣ କରିବେ; ଆଉ, ସେମାନେ ଆପଣା ଆପଣା ସନ୍ତାନଗଣର ସହିତ ଜୀବିତ ହୋଇ ରହିବେ ଓ ଫେରି ଆସିବେ। Viz kapitolaଓଡିଆ ବାଇବେଲ9 ପୁଣି, ଆମ୍ଭେ ଯେବେ ଗୋଷ୍ଠୀଗଣ ମଧ୍ୟରେ ସେମାନଙ୍କୁ ବିଚ୍ଛିନ୍ନ କରିବା ତେବେ ସେମାନେ ନାନା ଦୂର ଦେଶରେ ଆମ୍ଭକୁ ସ୍ମରଣ କରିବେ; ଆଉ, ସେମାନେ ଆପଣା ଆପଣା ସନ୍ତାନଗଣର ସହିତ ଜୀବିତ ହୋଇ ରହିବେ ଓ ଫେରି ଆସିବେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT9 ପୁଣି, ଆମ୍ଭେ ଯେବେ ଗୋଷ୍ଠୀଗଣ ମଧ୍ୟରେ ସେମାନଙ୍କୁ ବିଚ୍ଛିନ୍ନ କରିବା ତେବେ ସେମାନେ ନାନା ଦୂର ଦେଶରେ ଆମ୍ଭକୁ ସ୍ମରଣ କରିବେ; ଆଉ, ସେମାନେ ଆପଣା ଆପଣା ସନ୍ତାନଗଣର ସହିତ ଜୀବିତ ହୋଇ ରହିବେ ଓ ଫେରି ଆସିବେ। Viz kapitola |