ଯିଖରୀୟ 11:10 - ପବିତ୍ର ବାଇବଲ10 ତା'ପରେ ଆମ୍ଭେ ଶୋଭା ନାମକ ଯଷ୍ଟିକୁ ନେଲୁ ଏବଂ ତାକୁ ଭାଙ୍ଗି ଦେଲୁ। ଆମ୍ଭେ ଏହା କଲୁ, ଆମ୍ଭର ଚୁକ୍ତିକୁ ଧ୍ୱଂସ କରିବା ପାଇଁ ଯାହା ଏହି ଲୋକମାନଙ୍କ ସହିତ କରିଥିଲୁ। Viz kapitolaପବିତ୍ର ବାଇବଲ (Re-edited) - (BSI)10 ପୁଣି, ମୁଁ ଆପଣା ଶୋଭା ନାମକ ଯଷ୍ଟି ନେଲି ଓ ସବୁ ଗୋଷ୍ଠୀ ସଙ୍ଗରେ ମୁଁ ଯେଉଁ ନିୟମ କରିଥିଲି, ତାହା ଭାଙ୍ଗିବା ନିମନ୍ତେ ସେହି ଯଷ୍ଟିକି ଖଣ୍ତ ଖଣ୍ତ କରି କାଟିଲି। Viz kapitolaଓଡିଆ ବାଇବେଲ10 ପୁଣି, ମୁଁ ଆପଣା ‘ଶୋଭା’ ନାମକ ଯଷ୍ଟି ନେଲି ଓ ସବୁ ଗୋଷ୍ଠୀ ସଙ୍ଗରେ ମୁଁ ଯେଉଁ ନିୟମ କରିଥିଲି, ତାହା ଭାଙ୍ଗିବା ନିମନ୍ତେ ସେହି ଯଷ୍ଟିକୁ ଖଣ୍ଡ ଖଣ୍ଡ କରି କାଟିଲି। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT10 ପୁଣି, ମୁଁ ଆପଣା ଶୋଭା ନାମକ ଯଷ୍ଟି ନେଲି ଓ ସବୁ ଗୋଷ୍ଠୀ ସଙ୍ଗରେ ମୁଁ ଯେଉଁ ନିୟମ କରିଥିଲି, ତାହା ଭାଙ୍ଗିବା ନିମନ୍ତେ ସେହି ଯଷ୍ଟିକୁ ଖଣ୍ଡ ଖଣ୍ଡ କରି କାଟିଲି। Viz kapitola |