ଯିଖରୀୟ 11:11 - ପବିତ୍ର ବାଇବଲ11 ସେହି ଦିନ ସେହି ଚୁକ୍ତି ଭଗ୍ନ ହେଲା। ତା'ପରେ ସେହି ନିରୀହ ମେଷଗୁଡ଼ିକ ଯେଉଁମାନେ ଆମ୍ଭଙ୍କୁ ଦେଖୁଥିଲେ, ଜାଣିଲେ ଯେ ଏହା ସଦାପ୍ରଭୁଙ୍କର ବାକ୍ୟ ଥିଲା। Viz kapitolaପବିତ୍ର ବାଇବଲ (Re-edited) - (BSI)11 ଆଉ, ତାହା ସେହି ଦିନ ଭଗ୍ନ ହେଲା; ତହିଁରେ ପଲ ମଧ୍ୟରୁ ଯେଉଁ ଦୁଃଖୀମାନେ ମୋʼ କଥାରେ ମନୋଯୋଗ କଲେ; ସେମାନେ ତାହା ଯେ ସଦାପ୍ରଭୁଙ୍କର ବାକ୍ୟ, ଏହା ଜାଣିଲେ। Viz kapitolaଓଡିଆ ବାଇବେଲ11 ଆଉ, ତାହା ସେହି ଦିନ ଭଗ୍ନ ହେଲା; ତହିଁରେ ପଲର ଯତ୍ନ ଯେଉଁମାନେ ନିଅନ୍ତି ମୋ’ କଥାରେ ମନୋଯୋଗ କଲେ; ସେମାନେ ତାହା ଯେ ସଦାପ୍ରଭୁଙ୍କର ବାକ୍ୟ, ଏହା ଜାଣିଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT11 ଆଉ, ତାହା ସେହି ଦିନ ଭଗ୍ନ ହେଲା; ତହିଁରେ ପଲର ଯତ୍ନ ଯେଉଁମାନେ ନିଅନ୍ତି ମୋʼ କଥାରେ ମନୋଯୋଗ କଲେ; ସେମାନେ ତାହା ଯେ ସଦାପ୍ରଭୁଙ୍କର ବାକ୍ୟ, ଏହା ଜାଣିଲେ। Viz kapitola |