ଯିଖରୀୟ 11:12 - ପବିତ୍ର ବାଇବଲ12 ତା'ପରେ ମୁଁ କହିଲି, “ଯଦି ତୁମ୍ଭେମାନେ ମୋତେ ମୋର ବେତନ ଦେବାକୁ ଇଚ୍ଛା କରୁଛ ତେବେ ଦିଅ, ନଚେତ୍ ସେଥିରୁ ନିବୃତ୍ତ ହୁଅ।” ତେଣୁ ସେମାନେ ମୋର ମଜୁରୀ ତିରିଶ୍ ରୌପ୍ୟ ମୁଦ୍ରା ଦେଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)12 ପୁଣି, ମୁଁ ସେମାନଙ୍କୁ କହିଲି, ଯେବେ ତୁମ୍ଭେମାନେ ଭଲ ବୋଧ କର, ତେବେ ମୋର ବେତନ ମୋତେ ଦିଅ; ନୋହିଲେ କ୍ଷା; ହୁଅ। ତହିଁରେ ସେମାନେ ମୋର ବେତନ ନିମନ୍ତେ ତିରିଶ ରୌପ୍ୟ ମୁଦ୍ରା ତୌଲି କରି ଦେଲେ। Viz kapitolaଓଡିଆ ବାଇବେଲ12 ପୁଣି, ମୁଁ ସେମାନଙ୍କୁ କହିଲି, “ଯଦି ତୁମ୍ଭେମାନେ ଭଲ ବୋଧ କର, ତେବେ ମୋର ବେତନ ମୋତେ ଦିଅ; ନୋହିଲେ କ୍ଷାନ୍ତ ହୁଅ।” ତହିଁରେ ସେମାନେ ମୋର ବେତନ ନିମନ୍ତେ ତିରିଶ ରୌପ୍ୟ ମୁଦ୍ରା ତୌଲି କରି ଦେଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT12 ପୁଣି, ମୁଁ ସେମାନଙ୍କୁ କହିଲି, “ଯଦି ତୁମ୍ଭେମାନେ ଭଲ ବୋଧ କର, ତେବେ ମୋର ବେତନ ମୋତେ ଦିଅ; ନୋହିଲେ କ୍ଷାନ୍ତ ହୁଅ।” ତହିଁରେ ସେମାନେ ମୋର ବେତନ ନିମନ୍ତେ ତିରିଶ ରୌପ୍ୟ ମୁଦ୍ରା ତୌଲି କରିଦେଲେ। Viz kapitola |