ଯିଖରୀୟ 11:7 - ପବିତ୍ର ବାଇବଲ7 ତେଣୁ ବଧର ଯୋଗ୍ୟ ସେହି ମେଷପଲର ଆମ୍ଭେ ଯତ୍ନ ନେଲୁ, ଯେଉଁ ନିରୀହ ମେଷ ମରା ହେବାକୁ ଯାଉଥିଲେ, ଆମ୍ଭେ ଦୁଇଟି ଯଷ୍ଟି ନେଲୁ। ଜଣକୁ ଡାକିଲୁ ଶୋଭା ଓ ଅନ୍ୟଟିର ନାମ ବନ୍ଧନୀ ଦେଲୁ। ଏହିପରି ଆମ୍ଭେ ମେଷପଲର ଯତ୍ନ ନେଲୁ। Viz kapitolaପବିତ୍ର ବାଇବଲ (Re-edited) - (BSI)7 ଏଥିରେ ମୁଁ ସେହି ବଧର ଅଧୀନ ପଲକୁ, ପ୍ରକୃତରେ ପଲର ଦୁଃଖୀମାନଙ୍କୁ ଚରାଇଲି। ପୁଣି, ମୁଁ ଦୁଇଗୋଟି ଯଷ୍ଟି ନେଲି; ଗୋଟିକର ନାମ ଶୋଭା ଓ ଅନ୍ୟଟିର ନାମ ବନ୍ଧନୀ ଦେଲି; ଆଉ, ମୁଁ ପଲ ଚରାଇଲି; Viz kapitolaଓଡିଆ ବାଇବେଲ7 ଏଥିରେ ମୁଁ ସେହି ବଧ ନିମନ୍ତେ ଥିବା ପଲକୁ, ଓ ପ୍ରକୃତ ପଲମାନଙ୍କୁ ଚରାଇଲି; ପୁଣି, ମୁଁ ଦୁଇଗୋଟି ଯଷ୍ଟି ନେଇ ଗୋଟିକର ନାମ ଶୋଭା ଓ ଅନ୍ୟଟିର ନାମ ବନ୍ଧନୀ ଦେଲି ଆଉ, ମୁଁ ପଲ ଚରାଇଲି। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT7 ଏଥିରେ ମୁଁ ସେହି ବଧ ନିମନ୍ତେ ଥିବା ପଲକୁ, ଓ ପ୍ରକୃତ ପଲମାନଙ୍କୁ ଚରାଇଲି; ପୁଣି, ମୁଁ ଦୁଇଗୋଟି ଯଷ୍ଟି ନେଇ ଗୋଟିକର ନାମ ଶୋଭା ଓ ଅନ୍ୟଟିର ନାମ ବନ୍ଧନୀ ଦେଲି ଆଉ, ମୁଁ ପଲ ଚରାଇଲି। Viz kapitola |