ଯିଖରୀୟ 12:1 - ପବିତ୍ର ବାଇବଲ1 ଏକ ସ୍ୱର୍ଗୀୟ ବାଣୀ, ଇସ୍ରାଏଲ ବିଷୟରେ ସଦାପ୍ରଭୁଙ୍କର ଏହି ବାର୍ତ୍ତା। ଏହା ହେଉଛି ସଦାପ୍ରଭୁଙ୍କର ବାର୍ତ୍ତା ଯିଏ କି ସ୍ୱର୍ଗକୁ ବିସ୍ତାର କରିଅଛନ୍ତି ଏବଂ ପୃଥିବୀକୁ ସ୍ଥାପନ କରିଅଛନ୍ତି। ସେ ହେଉଛନ୍ତି ଜଣେ ଯିଏ କି ମନୁଷ୍ୟମାନଙ୍କ ମଧ୍ୟରେ ନିଶ୍ୱାସପ୍ରଶ୍ୱାସ ସ୍ଥାପନ କରିଅଛନ୍ତି। Viz kapitolaପବିତ୍ର ବାଇବଲ (Re-edited) - (BSI)1 ଇସ୍ରାଏଲ ବିଷୟରେ ସଦାପ୍ରଭୁଙ୍କର ଭାରୋକ୍ତି। ଯେ ଆକାଶମଣ୍ତଳ ବିସ୍ତାର କରନ୍ତି ଓ ପୃଥିବୀର ଭିତ୍ତିମୂଳ ସ୍ଥାପନ କରନ୍ତି ଓ ମନୁଷ୍ୟର ଅନ୍ତରରେ ଆତ୍ମା ନିର୍ମାଣ କରନ୍ତି, ସେହି ସଦାପ୍ରଭୁ ଏହି କଥା କହନ୍ତି; Viz kapitolaଓଡିଆ ବାଇବେଲ1 ଇସ୍ରାଏଲ ବିଷୟରେ ସଦାପ୍ରଭୁଙ୍କର ବାକ୍ୟ। ଯେ ଆକାଶମଣ୍ଡଳ ବିସ୍ତାର କରନ୍ତି ଓ ପୃଥିବୀର ଭିତ୍ତିମୂଳ ସ୍ଥାପନ କରନ୍ତି ଓ ମନୁଷ୍ୟର ଅନ୍ତରରେ ଆତ୍ମା ନିର୍ମାଣ କରନ୍ତି, ସେହି ସଦାପ୍ରଭୁ ଏହି କଥା କହନ୍ତି। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT1 ଇସ୍ରାଏଲ ବିଷୟରେ ସଦାପ୍ରଭୁଙ୍କର ବାକ୍ୟ। ଯେ ଆକାଶମଣ୍ଡଳ ବିସ୍ତାର କରନ୍ତି ଓ ପୃଥିବୀର ଭିତ୍ତିମୂଳ ସ୍ଥାପନ କରନ୍ତି ଓ ମନୁଷ୍ୟର ଅନ୍ତରରେ ଆତ୍ମା ନିର୍ମାଣ କରନ୍ତି, ସେହି ସଦାପ୍ରଭୁ ଏହି କଥା କହନ୍ତି। Viz kapitola |