ଯିଖରୀୟ 12:12 - ପବିତ୍ର ବାଇବଲ12 ସମଗ୍ର ଦେଶ ଶୋକ କରିବ, ପ୍ରତ୍ୟେକ ପରିବାର ନିଜେ ନିଜେ ଶୋକ କରିବେ। ଦାଉଦ ପରିବାରର ଲୋକମାନେ ନିଜେ ନିଜେ, ଏବଂ ସେମାନଙ୍କର ସ୍ତ୍ରୀମାନେ ନିଜେ ନିଜେ, ନାଥନ୍ ବଂଶର ଲୋକମାନେ ନିଜେ ନିଜେ ଏବଂ ସେମାନଙ୍କର ସ୍ତ୍ରୀମାନେ ନିଜେ ନିଜେ ଶୋକ କରିବେ। Viz kapitolaପବିତ୍ର ବାଇବଲ (Re-edited) - (BSI)12 ପୁଣି ଦେଶ, ପ୍ରତ୍ୟେକ ଗୋଷ୍ଠୀ ପୃଥକ୍ ପୃଥକ୍ ଶୋକ କରିବେ; ଦାଉଦ-ବଂଶର ଗୋଷ୍ଠୀ ପୃଥକ୍ ଓ ସେମାନଙ୍କର ସ୍ତ୍ରୀଗଣ ପୃଥକ୍; ନାଥନ-ବଂଶର ଗୋଷ୍ଠୀ ପୃଥକ୍ ଓ ସେମାନଙ୍କର ସ୍ତ୍ରୀଗଣ ପୃଥକ୍; Viz kapitolaଓଡିଆ ବାଇବେଲ12 ପୁଣି ଦେଶ, ପ୍ରତ୍ୟେକ ଗୋଷ୍ଠୀ ନିଜେ ନିଜେ ଶୋକ କରିବେ; ଦାଉଦ-ବଂଶର ଗୋଷ୍ଠୀ ନିଜେ ଓ ସେମାନଙ୍କର ସ୍ତ୍ରୀଗଣ ନିଜେ; ନାଥନ-ବଂଶର ଗୋଷ୍ଠୀ ନିଜେ ଓ ସେମାନଙ୍କର ସ୍ତ୍ରୀଗଣ ନିଜେ; Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT12 ପୁଣି ଦେଶ, ପ୍ରତ୍ୟେକ ଗୋଷ୍ଠୀ ନିଜେ ନିଜେ ଶୋକ କରିବେ; ଦାଉଦ-ବଂଶର ଗୋଷ୍ଠୀ ନିଜେ ଓ ସେମାନଙ୍କର ସ୍ତ୍ରୀଗଣ ନିଜେ; ନାଥନ-ବଂଶର ଗୋଷ୍ଠୀ ନିଜେ ଓ ସେମାନଙ୍କର ସ୍ତ୍ରୀଗଣ ନିଜେ; Viz kapitola |