ଯିଖରୀୟ 12:7 - ପବିତ୍ର ବାଇବଲ7 ସଦାପ୍ରଭୁ ସର୍ବପ୍ରଥମେ ଯିହୁଦାର ତମ୍ବୁଗୁଡ଼ିକୁ ରକ୍ଷା କରିବେ। ସେ ଏପରି କରିବେ ଯଦ୍ଦ୍ୱାରା ଦାଉଦଙ୍କ ଗୃହର ସମ୍ମାନ ଏବଂ ଯିରୁଶାଲମର ପରାକ୍ରମ ଯିହୁଦାର ଗୌରବଠାରୁ ଅଧିକ ହେବ ନାହିଁ। Viz kapitolaପବିତ୍ର ବାଇବଲ (Re-edited) - (BSI)7 ଆହୁରି, ଦାଉଦ-ବଂଶର ଗୌରବ ଓ ଯିରୂଶାଲମ ନିବାସୀଗଣର ଗୌରବ ଯେପରି ଯିହୁଦା-ବଂଶର ଉପରେ ଉନ୍ନତ ନ ହୁଏ, ଏଥିପାଇଁ ସଦାପ୍ରଭୁ ପ୍ରଥମରେ ଯିହୁଦାର ତମ୍ଵୁସବୁକୁ ଉଦ୍ଧାର କରିବେ। Viz kapitolaଓଡିଆ ବାଇବେଲ7 ଆହୁରି, ଦାଉଦ-ବଂଶର ଗୌରବ ଓ ଯିରୂଶାଲମ ନିବାସୀଗଣର ଗୌରବ ଯେପରି ଯିହୁଦା-ବଂଶର ଉପରେ ଉନ୍ନତ ନ ହୁଏ, ଏଥିପାଇଁ ସଦାପ୍ରଭୁ ପ୍ରଥମରେ ଯିହୁଦାର ତମ୍ବୁସବୁକୁ ଉଦ୍ଧାର କରିବେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT7 ଆହୁରି, ଦାଉଦ-ବଂଶର ଗୌରବ ଓ ଯିରୂଶାଲମ ନିବାସୀଗଣର ଗୌରବ ଯେପରି ଯିହୁଦା ବଂଶର ଉପରେ ଉନ୍ନତ ନ ହୁଏ, ଏଥିପାଇଁ ସଦାପ୍ରଭୁ ପ୍ରଥମରେ ଯିହୁଦାର ତମ୍ବୁସବୁକୁ ଉଦ୍ଧାର କରିବେ। Viz kapitola |