ଯିଖରୀୟ 12:8 - ପବିତ୍ର ବାଇବଲ8 ସେହି ଦିନ ସଦାପ୍ରଭୁ ପୁନର୍ବାର ଯିରୁଶାଲମର ଲୋକମାନଙ୍କୁ ସୁରକ୍ଷା ଦେବେ। ଏପରିକି ସବୁଠାରୁ ଦୁର୍ବଳ ବ୍ୟକ୍ତି ମଧ୍ୟ ସେହି ଦିନ ଦାଉଦଙ୍କ ପରି ହେବ। ସେହି ଦିନ ଆଉ ମଧ୍ୟ ଦାଉଦଙ୍କ ପରିବାର ଲୋକ ଦେବତାଗଣଙ୍କ ପରି ଓ ସଦାପ୍ରଭୁଙ୍କ ଦୂତପରି ତାଙ୍କ ସମ୍ମୁଖରେ ହେବେ। Viz kapitolaପବିତ୍ର ବାଇବଲ (Re-edited) - (BSI)8 ସେଦିନ ସଦାପ୍ରଭୁ ଯିରୂଶାଲମର ନିବାସୀଗଣକୁ ରକ୍ଷା କରିବେ ଓ ସେମାନଙ୍କ ମଧ୍ୟରେ ଯେଉଁ ଜନ ଦୁର୍ବଳ, ସେଦିନ ସେ ଦାଉଦ ପରି ହେବ ଓ ଦାଉଦ-ବଂଶ ପରମେଶ୍ଵରଙ୍କ ପରି, ସେମାନଙ୍କର ଅଗ୍ରଗାମୀ ସଦାପ୍ରଭୁଙ୍କର ଦୂତ ପରି ହେବେ। Viz kapitolaଓଡିଆ ବାଇବେଲ8 ସେହି ଦିନ ସଦାପ୍ରଭୁ ଯିରୂଶାଲମର ନିବାସୀଗଣକୁ ରକ୍ଷା କରିବେ ଓ ସେମାନଙ୍କ ମଧ୍ୟରେ ଯେଉଁ ଜନ ଦୁର୍ବଳ, ସେହି ଦିନ ସେ ଦାଉଦ ପରି ହେବ ଓ ଦାଉଦ-ବଂଶ ପରମେଶ୍ୱରଙ୍କ ପରି, ସେମାନଙ୍କର ଅଗ୍ରଗାମୀ ସଦାପ୍ରଭୁଙ୍କର ଦୂତ ପରି ହେବେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT8 ସେହି ଦିନ ସଦାପ୍ରଭୁ ଯିରୂଶାଲମର ନିବାସୀଗଣକୁ ରକ୍ଷା କରିବେ ଓ ସେମାନଙ୍କ ମଧ୍ୟରେ ଯେଉଁ ଜନ ଦୁର୍ବଳ, ସେହି ଦିନ ସେ ଦାଉଦ ପରି ହେବ ଓ ଦାଉଦ ବଂଶ ପରମେଶ୍ୱରଙ୍କ ପରି, ସେମାନଙ୍କର ଅଗ୍ରଗାମୀ ସଦାପ୍ରଭୁଙ୍କର ଦୂତ ପରି ହେବେ। Viz kapitola |