ଯିଖରୀୟ 13:5 - ପବିତ୍ର ବାଇବଲ5 ସେହି ଲୋକମାନେ କହିବେ, ‘ମୁଁ ଜଣେ ଭବିଷ୍ୟଦ୍ବକ୍ତା ନୁହେଁ, ମୁଁ ଜଣେ କୃଷକ। ଏହି ଭୂମି ମୋର ବାଲ୍ୟକାଳରୁ ମୋର ଅଧିକାରରେ ଅଛି।’ Viz kapitolaପବିତ୍ର ବାଇବଲ (Re-edited) - (BSI)5 ମାତ୍ର ସେ କହିବ, ମୁଁ ଭବିଷ୍ୟଦ୍ବକ୍ତା ନୁହେଁ, ମୁଁ କୃଷକ; କାରଣ ବାଲ୍ୟକାଳରୁ କ୍ରୀତଦାସ ହୋଇଅଛି। Viz kapitolaଓଡିଆ ବାଇବେଲ5 ମାତ୍ର ସେ କହିବ, ‘ମୁଁ ଭବିଷ୍ୟଦ୍ବକ୍ତା ନୁହେଁ, ମୁଁ କୃଷକ, କାରଣ ବାଲ୍ୟକାଳରୁ ମୁଁ କ୍ରୀତଦାସ ହୋଇଅଛି।’ Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT5 ମାତ୍ର ସେ କହିବ, ‘ମୁଁ ଭବିଷ୍ୟଦ୍ବକ୍ତା ନୁହେଁ, ମୁଁ କୃଷକ, କାରଣ ବାଲ୍ୟକାଳରୁ ମୁଁ କ୍ରୀତଦାସ ହୋଇଅଛି।’ Viz kapitola |