ଯିଖରୀୟ 13:6 - ପବିତ୍ର ବାଇବଲ6 କିନ୍ତୁ ଅନ୍ୟଲୋକମାନେ କହିବେ, ‘ତୁମ୍ଭର ହାତରେ ଏହି କ୍ଷତଗୁଡ଼ିକ କ’ଣ? ସେ ଉତ୍ତର ଦେବେ, ‘ମୁଁ ମୋ’ ବନ୍ଧୁମାନଙ୍କ ଗୃହରେ କ୍ଷତ ବିକ୍ଷତ ହୋଇଥିଲି।’” Viz kapitolaପବିତ୍ର ବାଇବଲ (Re-edited) - (BSI)6 ପୁଣି, ତୁମ୍ଭର ଦୁଇ ବାହୁ ମଧ୍ୟରେ ଏହି କ୍ଷତଦାଗସବୁ କଅଣ? ଏହା କେହି ତାହାକୁ ପଚାରିଲେ, ସେ ଉତ୍ତର କରିବ, ମୁଁ ଆପଣା ବନ୍ଧୁମାନଙ୍କ ଗୃହରେ ଯେଉଁ ଆଘାତ ପାଇଥିଲି, ଏସବୁ ସେହି। Viz kapitolaଓଡିଆ ବାଇବେଲ6 ପୁଣି, ତୁମ୍ଭର ଦୁଇ ବାହୁ ମଧ୍ୟରେ ଏହି କ୍ଷତଦାଗସବୁ କଅଣ ? ଏହା କେହି ତାହାକୁ ପଚାରିଲେ, ସେ ଉତ୍ତର କରିବ, ‘ମୁଁ ଆପଣା ବନ୍ଧୁମାନଙ୍କ ଗୃହରେ ଯେଉଁ ଆଘାତ ପାଇଥିଲି, ଏହିସବୁ ସେହି।’” Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT6 ପୁଣି, ତୁମ୍ଭର ଦୁଇ ବାହୁ ମଧ୍ୟରେ ଏହି କ୍ଷତଦାଗସବୁ କଅଣ? ଏହା କେହି ତାହାକୁ ପଚାରିଲେ, ସେ ଉତ୍ତର କରିବ, ‘ମୁଁ ଆପଣା ବନ୍ଧୁମାନଙ୍କ ଗୃହରେ ଯେଉଁ ଆଘାତ ପାଇଥିଲି, ଏହିସବୁ ସେହି।’” Viz kapitola |