ଯିଖରୀୟ 13:8 - ପବିତ୍ର ବାଇବଲ8 ଦେଶର ଦୁଇ ତୃତୀୟାଂଶ ଲୋକ ଚ୍ଛେଦନ ହେବେ ଓ ମୃତ୍ୟୁବରଣ କରିବେ। ମାତ୍ର ଏକ ତୃତୀୟାଂଶ ଜୀବିତ ରହିବେ। Viz kapitolaପବିତ୍ର ବାଇବଲ (Re-edited) - (BSI)8 ପୁଣି, ସଦାପ୍ରଭୁ କହନ୍ତି, ସମୁଦାୟ ଦେଶର ଦୁଇ ଅଂଶ ଲୋକ ଉଚ୍ଛିନ୍ନ ହୋଇ ମରିବେ; ମାତ୍ର ତୃତୀୟାଂଶ ତହିଁ ମଧ୍ୟରେ ଛଡ଼ାଯିବେ। Viz kapitolaଓଡିଆ ବାଇବେଲ8 ପୁଣି, ସଦାପ୍ରଭୁ କହନ୍ତି, “ସମୁଦାୟ ଦେଶର ଦୁଇ ଅଂଶ ଲୋକ ଉଚ୍ଛିନ୍ନ ହୋଇ ମରିବେ; ମାତ୍ର ତୃତୀୟାଂଶ ତହିଁ ମଧ୍ୟରେ ଛଡ଼ାଯିବେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT8 ପୁଣି, ସଦାପ୍ରଭୁ କହନ୍ତି, ସମୁଦାୟ ଦେଶର ଦୁଇ ଅଂଶ ଲୋକ ଉଚ୍ଛିନ୍ନ ହୋଇ ମରିବେ; ମାତ୍ର ତୃତୀୟାଂଶ ତହିଁ ମଧ୍ୟରେ ଛଡ଼ାଯିବେ। Viz kapitola |