ଯିଖରୀୟ 14:18 - ପବିତ୍ର ବାଇବଲ18 ଯଦି ମିଶରର ପରିବାର ନ ଆସନ୍ତି, ବର୍ଷା ସେମାନଙ୍କ ଉପରେ ଆସିବ ନାହିଁ। ତା’ ବଦଳରେ ସଦାପ୍ରଭୁ ମହାମାରୀ ପଠାଇବେ ଯାହା ସେ ଦେଶସବୁ ବିରୁଦ୍ଧରେ ପଠାଇଥିଲେ ଏବଂ ଯେଉଁମାନେ ପତ୍ରକୁଟୀର ପର୍ବ ପାଳନ କରିବା ପାଇଁ ଯାଇ ନ ଥିଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)18 ଆଉ, ମିସରର ଗୋଷ୍ଠୀ ଯେବେ ନ ଆସେ, ତେବେ ସେମାନଙ୍କ ଉପରେ ହିଁ ତାହା ହେବ ନାହିଁ ଯେଉଁ ଗୋଷ୍ଠୀଗଣ ପତ୍ର-କୁଟୀର ପର୍ବ ପାଳନ କରିବା ପାଇଁ ଆସିବେ ନାହିଁ, ସେମାନଙ୍କୁ ସଦାପ୍ରଭୁ ଯଦ୍ଦ୍ଵାରା ଆଘାତ କରିବେ, ସେହି ମାରୀ ସେଠାରେ ଘଟିବ। Viz kapitolaଓଡିଆ ବାଇବେଲ18 ଆଉ, ମିସରର ଗୋଷ୍ଠୀ ଯଦି ନ ଆସେ, ତେବେ ସେମାନଙ୍କ ଉପରେ ଜଳ ବୃଷ୍ଟି ହେବ ନାହିଁ; ଯେଉଁ ଗୋଷ୍ଠୀଗଣ ପତ୍ରକୁଟୀର ପର୍ବ ପାଳନ କରିବା ପାଇଁ ଆସିବେ ନାହିଁ, ସେମାନଙ୍କୁ ସଦାପ୍ରଭୁ ମହାମାରୀରେ ଆଘାତ କରିବେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT18 ଆଉ, ମିସରର ଗୋଷ୍ଠୀ ଯଦି ନ ଆସେ, ତେବେ ସେମାନଙ୍କ ଉପରେ ଜଳ ବୃଷ୍ଟି ହେବ ନାହିଁ; ଯେଉଁ ଗୋଷ୍ଠୀଗଣ ପତ୍ରକୁଟୀର ପର୍ବ ପାଳନ କରିବା ପାଇଁ ଆସିବେ ନାହିଁ, ସେମାନଙ୍କୁ ସଦାପ୍ରଭୁ ମହାମାରୀରେ ଆଘାତ କରିବେ। Viz kapitola |