ଯିଖରୀୟ 14:3 - ପବିତ୍ର ବାଇବଲ3 ସେତେବେଳେ ସଦାପ୍ରଭୁ ବାହାରି ସେ ଦେଶମାନଙ୍କ ବିରୁଦ୍ଧରେ ଯୁଦ୍ଧ କରିବେ, ସେ ଏପରି କରିବେ ଯେପରି ସେ ସଂଗ୍ରାମ ସମୟରେ କରନ୍ତି। Viz kapitolaପବିତ୍ର ବାଇବଲ (Re-edited) - (BSI)3 ସେତେବେଳେ ସଦାପ୍ରଭୁ ବାହାର ହେବେ ଓ ସଂଗ୍ରାମ ଦିନରେ ଯେପରି ଯୁଦ୍ଧ କଲେ, ସେପରି ସେହିସବୁ ଗୋଷ୍ଠୀ ବିରୁଦ୍ଧରେ ଯୁଦ୍ଧ କରିବେ। Viz kapitolaଓଡିଆ ବାଇବେଲ3 ସେତେବେଳେ ସଦାପ୍ରଭୁ ବାହାର ହେବେ ଓ ସଂଗ୍ରାମ ଦିନରେ ଯେପରି ଯୁଦ୍ଧ କଲେ, ସେହିପରି ସେହିସବୁ ଗୋଷ୍ଠୀ ବିରୁଦ୍ଧରେ ଯୁଦ୍ଧ କରିବେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT3 ସେତେବେଳେ ସଦାପ୍ରଭୁ ବାହାର ହେବେ ଓ ସଂଗ୍ରାମ ଦିନରେ ଯେପରି ଯୁଦ୍ଧ କଲେ, ସେହିପରି ସେହି ସବୁ ଗୋଷ୍ଠୀ ବିରୁଦ୍ଧରେ ଯୁଦ୍ଧ କରିବେ। Viz kapitola |