ଯିଖରୀୟ 2:10 - ପବିତ୍ର ବାଇବଲ10 ସଦାପ୍ରଭୁ କୁହନ୍ତି, “ହେ ସିୟୋନର କନ୍ୟା ଆନନ୍ଦରେ ଚିତ୍କାର କର ଏବଂ ଖୁସୀ ହୁଅ। କାରଣ ତୁମ୍ଭ ସହିତ ନଗରରେ ବାସ କରିବା ପାଇଁ ଆମ୍ଭେ ଆସୁଛୁ। Viz kapitolaପବିତ୍ର ବାଇବଲ (Re-edited) - (BSI)10 ଗୋ ସିୟୋନ କନ୍ୟେ, ଗାନ କରି ଉଲ୍ଳାସ କର; କାରଣ ଦେଖ, ଆମ୍ଭେ ଆସୁଅଛୁ ଓ ଆମ୍ଭେ ତୁମ୍ଭ ମଧ୍ୟରେ ବାସ କରିବା, ଏହା ସଦାପ୍ରଭୁ କହନ୍ତି। Viz kapitolaଓଡିଆ ବାଇବେଲ10 “ଗୋ ସିୟୋନ କନ୍ୟେ, ଗାନ କରି ଉଲ୍ଲାସ କର କାରଣ ଦେଖ, ଆମ୍ଭେ ଆସୁଅଛୁ ଓ ଆମ୍ଭେ ତୁମ୍ଭ ମଧ୍ୟରେ ବାସ କରିବା,” ଏହା ସଦାପ୍ରଭୁ କହନ୍ତି। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT10 ଗୋ ସିୟୋନ କନ୍ୟେ, ଗାନ କରି ଉଲ୍ଲାସ କର କାରଣ ଦେଖ, ଆମ୍ଭେ ଆସୁଅଛୁ ଓ ଆମ୍ଭେ ତୁମ୍ଭ ମଧ୍ୟରେ ବାସ କରିବା, ଏହା ସଦାପ୍ରଭୁ କହନ୍ତି। Viz kapitola |