ଯିଖରୀୟ 2:11 - ପବିତ୍ର ବାଇବଲ11 ସେହି ଦିନରେ, ଅନେକ ଦେଶର ଲୋକମାନେ ପରମେଶ୍ୱରଙ୍କ ନିକଟକୁ ଆସିବେ। ସେମାନେ ଆମ୍ଭର ଲୋକ ହେବେ। ଆଉ ଆମ୍ଭେ ତୁମ୍ଭମାନଙ୍କ ମଧ୍ୟରେ ବାସ କରିବା।” ସେତେବେଳେ ତୁମ୍ଭେ ଜାଣିବ ସର୍ବଶକ୍ତିମାନ ସଦାପ୍ରଭୁ ମୋତେ ତୁମ୍ଭ ନିକଟକୁ ପ୍ରେରଣ କରିଛନ୍ତି। Viz kapitolaପବିତ୍ର ବାଇବଲ (Re-edited) - (BSI)11 ପୁଣି, ସେଦିନ ଅନେକ ଗୋଷ୍ଠୀ ସଦାପ୍ରଭୁଙ୍କ ପ୍ରତି ଆସକ୍ତ ହେବେ ଓ ମୋର ଲୋକ ହେବେ; ଆଉ, ମୁଁ ତୁମ୍ଭ ମଧ୍ୟରେ ବାସ କରିବି, ତହିଁରେ ସୈନ୍ୟାଧିପତି ସଦାପ୍ରଭୁ ଯେ ତୁମ୍ଭ ନିକଟକୁ ମୋତେ ପ୍ରେରଣ କରିଅଛନ୍ତି, ଏହା ତୁମ୍ଭେ ଜାଣିବ। Viz kapitolaଓଡିଆ ବାଇବେଲ11 “ପୁଣି, ସେଦିନ ଅନେକ ଗୋଷ୍ଠୀ ସଦାପ୍ରଭୁଙ୍କ ପ୍ରତି ଆସକ୍ତ ହେବେ ଓ ମୋର ଲୋକ ହେବେ; ଆଉ,” ମୁଁ ତୁମ୍ଭ ମଧ୍ୟରେ ବାସ କରିବି, ତହିଁରେ ସୈନ୍ୟାଧିପତି ସଦାପ୍ରଭୁ ଯେ ତୁମ୍ଭ ନିକଟକୁ ମୋତେ ପ୍ରେରଣ କରିଅଛନ୍ତି, ଏହା ତୁମ୍ଭେ ଜାଣିବ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT11 ପୁଣି, ସେଦିନ ଅନେକ ଗୋଷ୍ଠୀ ସଦାପ୍ରଭୁଙ୍କ ପ୍ରତି ଆସକ୍ତ ହେବେ ଓ ମୋର ଲୋକ ହେବେ; ଆଉ, ମୁଁ ତୁମ୍ଭ ମଧ୍ୟରେ ବାସ କରିବି, ତହିଁରେ ସୈନ୍ୟାଧିପତି ସଦାପ୍ରଭୁ ଯେ ତୁମ୍ଭ ନିକଟକୁ ମୋତେ ପ୍ରେରଣ କରିଅଛନ୍ତି, ଏହା ତୁମ୍ଭେ ଜାଣିବ। Viz kapitola |