ଯିଖରୀୟ 2:12 - ପବିତ୍ର ବାଇବଲ12 ସେହି ପବିତ୍ର ଭୂମିରେ ଯିହୁଦା ପରମେଶ୍ୱରଙ୍କର ଅଂଶ ହେବ। ସଦାପ୍ରଭୁ ପୁନର୍ବାର ଯିରୁଶାଲମକୁ ତାଙ୍କର ସ୍ୱତନ୍ତ୍ର ନଗରରୂପେ ବାଛିବେ। Viz kapitolaପବିତ୍ର ବାଇବଲ (Re-edited) - (BSI)12 ଆଉ, ସଦାପ୍ରଭୁ ପବିତ୍ର ଦେଶରେ ଯିହୁଦାକୁ ଆପଣା ଅଂଶ ରୂପେ ଅଧିକାର କରିବେ ଓ ଯିରୂଶାଲମକୁ ପୁନର୍ବାର ମନୋନୀତ କରିବେ। Viz kapitolaଓଡିଆ ବାଇବେଲ12 ଆଉ, ସଦାପ୍ରଭୁ ପବିତ୍ର ଦେଶରେ ଯିହୁଦାକୁ ଆପଣା ଅଂଶ ରୂପେ ଅଧିକାର କରିବେ ଓ ଯିରୂଶାଲମକୁ ପୁନର୍ବାର ମନୋନୀତ କରିବେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT12 ଆଉ, ସଦାପ୍ରଭୁ ପବିତ୍ର ଦେଶରେ ଯିହୁଦାକୁ ଆପଣା ଅଂଶ ରୂପେ ଅଧିକାର କରିବେ ଓ ଯିରୂଶାଲମକୁ ପୁନର୍ବାର ମନୋନୀତ କରିବେ। Viz kapitola |