ଯିଖରୀୟ 2:5 - ପବିତ୍ର ବାଇବଲ5 ସଦାପ୍ରଭୁ କୁହନ୍ତି, ‘ଆମ୍ଭେ ତା'ର ଚତୁର୍ଦ୍ଦିଗରେ ତା'ର ସୁରକ୍ଷା ପାଇଁ ଅଗ୍ନିର ପ୍ରାଚୀର ତୁଲ୍ୟ ହେବା। ଆମ୍ଭେ ତାକୁ ଆମ୍ଭର ମହିମାରେ ପୂର୍ଣ୍ଣ କରିବା।’” ସଦାପ୍ରଭୁ କୁହନ୍ତି, Viz kapitolaପବିତ୍ର ବାଇବଲ (Re-edited) - (BSI)5 କାରଣ ସଦାପ୍ରଭୁ କହନ୍ତି, ଆମ୍ଭେ ତାହାର ଚତୁର୍ଦ୍ଦିଗରେ ଅଗ୍ନିମୟ ପ୍ରାଚୀରସ୍ଵରୂପ ହେବା ଓ ଆମ୍ଭେ ତହିଁର ମଧ୍ୟରେ ପ୍ରତାପସ୍ଵରୂପ ହେବା। Viz kapitolaଓଡିଆ ବାଇବେଲ5 କାରଣ ସଦାପ୍ରଭୁ କହନ୍ତି, “ଆମ୍ଭେ ତାହାର ଚତୁର୍ଦ୍ଦିଗରେ ଅଗ୍ନିମୟ ପ୍ରାଚୀରସ୍ୱରୂପ ହେବା ଓ ଆମ୍ଭେ ସେମାନଙ୍କ ମଧ୍ୟରେ ମହିମାସ୍ୱରୂପ ହେବା।” Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT5 କାରଣ ସଦାପ୍ରଭୁ କହନ୍ତି, ଆମ୍ଭେ ତାହାର ଚତୁର୍ଦ୍ଦିଗରେ ଅଗ୍ନିମୟ ପ୍ରାଚୀର ସ୍ୱରୂପ ହେବା ଓ ଆମ୍ଭେ ସେମାନଙ୍କ ମଧ୍ୟରେ ମହିମା ସ୍ୱରୂପ ହେବା।’” Viz kapitola |