Online Bible

- Reklamy -




ଯିଖରୀୟ 2:6 - ପବିତ୍ର ବାଇବଲ

6 “ଉତ୍ତର ଦେଶରୁ ପଳାୟନ କର। ହଁ, ଏହା ସତ୍ୟ ଯେ, ଆମ୍ଭେ ତୁମ୍ଭର ଲୋକମାନଙ୍କୁ ଆକାଶର ଚତୁର୍ଦ୍ଦିଗ ବାୟୁ ତୁଲ୍ୟ ବିସ୍ତୃତ କରିଅଛୁ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

6 ଆହେ, ଆହେ, ଉତ୍ତର ଦେଶରୁ ପଳାଅ, ଏହା ସଦାପ୍ରଭୁ କହନ୍ତି; କାରଣ ଆମ୍ଭେ ତୁମ୍ଭମାନଙ୍କୁ ଆକାଶର ଚତୁର୍ଦ୍ଦିଗ-ବାୟୁ ତୁଲ୍ୟ ବିସ୍ତୃତ କରିଅଛୁ, ଏହା ସଦାପ୍ରଭୁ କହନ୍ତି।

Viz kapitola kopírovat

ଓଡିଆ ବାଇବେଲ

6 “ଆହେ, ଆହେ, ଉତ୍ତର ଦେଶରୁ ପଳାଅ,” ଏହା ସଦାପ୍ରଭୁ କହନ୍ତି। “କାରଣ ଆମ୍ଭେ ତୁମ୍ଭମାନଙ୍କୁ ଆକାଶର ଚତୁର୍ଦ୍ଦିଗ-ବାୟୁ ତୁଲ୍ୟ ବିସ୍ତୃତ କରିଅଛୁ,” ଏହା ସଦାପ୍ରଭୁ କହନ୍ତି।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

6 “ଆହେ, ଆହେ, ଉତ୍ତର ଦେଶରୁ ପଳାଅ, ଏହା ସଦାପ୍ରଭୁ କହନ୍ତି। କାରଣ ଆମ୍ଭେ ତୁମ୍ଭମାନଙ୍କୁ ଆକାଶର ଚତୁର୍ଦ୍ଦିଗ-ବାୟୁ ତୁଲ୍ୟ ବିସ୍ତୃତ କରିଅଛୁ, ଏହା ସଦାପ୍ରଭୁ କହନ୍ତି।

Viz kapitola kopírovat




ଯିଖରୀୟ 2:6

Následuj nás:

Reklamy


Reklamy