ଯିଖରୀୟ 3:1 - ପବିତ୍ର ବାଇବଲ1 ସଦାପ୍ରଭୁ ସ୍ୱର୍ଗଦୂତ ମହାଯାଜକ ଯିହୋଶୂୟଙ୍କୁ ମୋତେ ଦେଖାଇଲେ। ଯିହୋଶୂୟ ସଦାପ୍ରଭୁଙ୍କ ସ୍ୱର୍ଗଦୂତଙ୍କ ସମ୍ମୁଖରେ ଓ ଶୟତାନ ଯିହୋଶୂୟଙ୍କ ଦକ୍ଷିଣ ପାର୍ଶ୍ୱରେ ଛିଡ଼ା ହୋଇଥିଲେ। ତାଙ୍କୁ ଦୋଷ ଦେବାକୁ ଶୟତାନ ସେଠାରେ ଉପସ୍ଥିତ ଥିଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)1 ଅନନ୍ତର ସଦାପ୍ରଭୁଙ୍କ ଦୂତ ସମ୍ମୁଖରେ ଠିଆ ହୋଇଥିବା ଯିହୋଶୂୟ ମହାଯାଜକଙ୍କୁ, ଆଉ ତାଙ୍କ ବିପକ୍ଷ ହେବା ନିମନ୍ତେ ତାଙ୍କର ଦକ୍ଷିଣ ପାର୍ଶ୍ଵରେ ଠିଆ ହୋଇଥିବାର ଶୟତାନକୁ ସେ ମୋତେ ଦେଖାଇଲେ। Viz kapitolaଓଡିଆ ବାଇବେଲ1 ଏଉତ୍ତାରେ ସଦାପ୍ରଭୁ ଯିହୋଶୂୟ ମହାଯାଜକ ଦୂତ ସମ୍ମୁଖରେ ଠିଆ ହୋଇଥିବା, ଓ ତାଙ୍କୁ ନିନ୍ଦା କରିବା ପାଇଁ ତାଙ୍କ ଦକ୍ଷିଣ ପାର୍ଶ୍ୱରେ ଠିଆ ହୋଇଥିବାର ଶୟତାନକୁ ସେ ମୋତେ ଦେଖାଇଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT1 ଏଉତ୍ତାରେ ସଦାପ୍ରଭୁ ଯିହୋଶୂୟ ମହାଯାଜକ ଦୂତ ସମ୍ମୁଖରେ ଠିଆ ହୋଇଥିବା, ଓ ତାଙ୍କୁ ନିନ୍ଦା କରିବା ପାଇଁ ତାଙ୍କ ଦକ୍ଷିଣ ପାର୍ଶ୍ୱରେ ଠିଆ ହୋଇଥିବାର ଶୟତାନକୁ ସେ ମୋତେ ଦେଖାଇଲେ। Viz kapitola |