ଯିଖରୀୟ 3:5 - ପବିତ୍ର ବାଇବଲ5 ତା'ପରେ ମୁଁ କହିଲି, “ତା'ର ମସ୍ତକରେ ଏକ ନିର୍ମଳ ପଗଡ଼ି ବାନ୍ଧି ଦିଅନ୍ତୁ।” ତେଣୁ ସେମାନେ ତାଙ୍କର ମସ୍ତକରେ ନିର୍ମଳ ପଗଡ଼ି ବାନ୍ଧି ଦେଲେ। ସେମାନେ ତାଙ୍କୁ ପୁଣି ବସ୍ତ୍ର ପିନ୍ଧାଇଲା ବେଳେ ସଦାପ୍ରଭୁଙ୍କର ଦୂତ ପାଖରେ ଠିଆ ହୋଇଥିଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)5 ସେତେବେଳେ ମୁଁ କହିଲି, ଲୋକମାନେ ଏହାର ମସ୍ତକରେ ସୁନ୍ଦର ପାଗ ଦିଅନ୍ତୁ। ତହିଁରେ ସେମାନେ ତାଙ୍କ ମସ୍ତକରେ ସୁନ୍ଦର ପାଗ ଦେଲେ ଓ ତାଙ୍କୁ ବସ୍ତ୍ର ପିନ୍ଧାଇଲେ; ପୁଣି, ନିକଟରେ ସଦାପ୍ରଭୁଙ୍କ ଦୂତ ଠିଆ ହୋଇଥିଲେ। Viz kapitolaଓଡିଆ ବାଇବେଲ5 ସେତେବେଳେ ମୁଁ କହିଲି, “ଲୋକମାନେ ଏହାର ମସ୍ତକରେ ନିର୍ମଳ ପଗଡି ଦିଅନ୍ତୁ !” ତହିଁରେ ସେମାନେ ତାଙ୍କ ମସ୍ତକରେ ନିର୍ମଳ ପଗଡି ଦେଲେ ଓ ତାଙ୍କୁ ବସ୍ତ୍ର ପିନ୍ଧାଇଲେ; ପୁଣି, ନିକଟରେ ସଦାପ୍ରଭୁଙ୍କ ଦୂତ ଠିଆ ହୋଇଥିଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT5 ସେତେବେଳେ ମୁଁ କହିଲି, “ଲୋକମାନେ ଏହାର ମସ୍ତକରେ ନିର୍ମଳ ପଗଡ଼ି ଦିଅନ୍ତୁ!” ତହିଁରେ ସେମାନେ ତାଙ୍କ ମସ୍ତକରେ ନିର୍ମଳ ପଗଡ଼ି ଦେଲେ ଓ ତାଙ୍କୁ ବସ୍ତ୍ର ପିନ୍ଧାଇଲେ; ପୁଣି, ନିକଟରେ ସଦାପ୍ରଭୁଙ୍କ ଦୂତ ଠିଆ ହୋଇଥିଲେ। Viz kapitola |